ଭୋପାଳ: ମଧ୍ୟପ୍ରଦେଶର ଭୋପାଳରେ ସ୍ୱାଇନ୍ ଫ୍ଲୁ ଆତଙ୍କ ଦେଖାଦେଇଛି। ରବିବାର ସୁଦ୍ଧା ସ୍ୱାଇନ୍ ଫ୍ଲୁ ଏଚ୧ଏନ୧ ଇନଫ୍ଲୁଏନଜା ଭୂତାଣୁରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ଜଣଙ୍କ ରକ୍ତ ନମୁନା ପଜେଟିଭ ଥିବା ଜଣାପଡିଛି । ମିଳିଥିବା ସୂଚନା ମୁତାବକ, ମୃତକଙ୍କ ମଧ୍ୟରେ ୨ଜଣ ଭୋପାଳର ହୋଇଥିବା ବେଳେ ଅନ୍ୟ ୩ଜଣଙ୍କ ଘର ନିକଟବର୍ତ୍ତୀ ଜିଲ୍ଲାରେ ବୋଲି ଜଣାପଡିଛି। ଅନ୍ୟପକ୍ଷରେ ୧୬ ଜଣ ରୋଗୀଙ୍କ ଏଚ୧ଏନ୧ ଟେଷ୍ଟ ପାଇଁ ଜବଲପୁରରେ ଥିବା ଇଣ୍ଡିଆନ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚକୁ ପଠାଯାଇଛି।
ସେହିପରି ଏଠାରେ ଡେଙ୍ଗୁରେ ମଧ୍ୟ ୫ ଜଣଙ୍କ ମୃତ୍ୟୁ ଘଟିଛି । ଡେଙ୍ଗୁରେ ୭୦ ରୋଗୀ ଆକ୍ରନ୍ତ ହୋଇଥିବା ବେଳେ ୪୦୦ ଅଧିକ ରୋଗୀଙ୍କ ରକ୍ତନମୁନା ଟେଷ୍ଟ କରାଯାଇ ଥିବା ଭୋପାଳ ମେଡିକାଲର ମୁଖ୍ୟ ଚିକିତ୍ସିକ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।