ଉତ୍ତର ପ୍ରଦେଶ ପରେ ମଧ୍ୟପ୍ରଦେଶ: ଟ୍ରକ ଓଲଟି ୫ ଶ୍ରମିକ ମୃତ

ଭୋପାଲ: ପୁଣିଥରେ ସଡ଼କ ଦୁର୍ଘଟଣାରେ ଆଖିବୁଜିଛନ୍ତି ଶ୍ରମିକ। ଉତ୍ତର ପ୍ରଦେଶ ପରେ ମଧ୍ୟପ୍ରଦେଶରେ ଟ୍ରକରେ ଗୋଟିଏ ସ୍ଥାନରୁ ଆଉ ଗୋଟିଏ ସ୍ଥାନକୁ ଯାଉଥିବା ୫ ଜଣ ଶ୍ରମିକ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଏଥିରେ ପ୍ରାୟ ୨୦ ଜଣ ଗୁରୁତର ଆହତ ହୋଇଛନ୍ତି। ଆଜି ଏକ ଟ୍ରକ୍‌ରେ ୨୫ରୁ ୩୦ ଜଣ ଶ୍ରମିକଙ୍କୁ ଧରି ଏକ ଟ୍ରକ ମଧ୍ୟପ୍ରଦେଶର ସାଗର ଜିଲ୍ଲାରୁ ଦଲପାତପୁର ଯାଉଥିଲା। ହେଲେ ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ଟ୍ରକଟି ଓଲଟି ପଡ଼ିଥିଲା। ଫଳରେ ଘଟଣା […]

a

a

Hemant Lenka
  • Published: Saturday, 16 May 2020
  • Updated: 16 May 2020, 01:40 PM IST

Sports

Latest News

ଭୋପାଲ: ପୁଣିଥରେ ସଡ଼କ ଦୁର୍ଘଟଣାରେ ଆଖିବୁଜିଛନ୍ତି ଶ୍ରମିକ। ଉତ୍ତର ପ୍ରଦେଶ ପରେ ମଧ୍ୟପ୍ରଦେଶରେ ଟ୍ରକରେ ଗୋଟିଏ ସ୍ଥାନରୁ ଆଉ ଗୋଟିଏ ସ୍ଥାନକୁ ଯାଉଥିବା ୫ ଜଣ ଶ୍ରମିକ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଏଥିରେ ପ୍ରାୟ ୨୦ ଜଣ ଗୁରୁତର ଆହତ ହୋଇଛନ୍ତି।

ଆଜି ଏକ ଟ୍ରକ୍‌ରେ ୨୫ରୁ ୩୦ ଜଣ ଶ୍ରମିକଙ୍କୁ ଧରି ଏକ ଟ୍ରକ ମଧ୍ୟପ୍ରଦେଶର ସାଗର ଜିଲ୍ଲାରୁ ଦଲପାତପୁର ଯାଉଥିଲା। ହେଲେ ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ଟ୍ରକଟି ଓଲଟି ପଡ଼ିଥିଲା। ଫଳରେ ଘଟଣା ସ୍ଥଳରେ ହିଁ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି।

ଉଦ୍ଧାକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ଆହତ ୨୦ ଜଣଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ପୁଲିସ୍‌ ଦୁର୍ଘଟଣାଗ୍ରସ୍ତ ଟ୍ରକକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଏହାପୂର୍ବରୁ ଆଜି ଭୋର ୩.୩୦ରେ ଉତ୍ତର ପ୍ରଦେଶର ଔରୈୟାରେ ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୪ ଜଣଙ୍କ ମୃତ୍ୟୁ ଘଟିଥିଲା। ଏଥିପାଇଁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାର ଲୋକଙ୍କୁ ୨ ଲକ୍ଷ ଓ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ସେହିପରି ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story