ନିପା ଭାଇରସ ଆତଙ୍କ: ପୁଣି ନେଲା ୫ ଜୀବନ

ଥିରୁଅନନ୍ତପୁରମ: କେରଳର ନିପା ଭାଇରସ୍ ପ୍ରଭାବରେ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଆଉ ୫ ଜଣଙ୍କ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି।  ମୃତକ ମାନେ କୋଝିକୋଡ୍ ମେଡିକାଲ କଲେଜ ଡାକ୍ତରଖାନାରେ ଚିକିତ୍ସିତ ହେଉଥଲେ। ମୃତକଙ୍କ ମଧ୍ୟରେ ଜଣେ ନର୍ସ ଅଛନ୍ତି। ସେ ରୋଗୀମାନଙ୍କ ଚିକିତ୍ସା କରୁଥିବା ବେଳେ ନିପା ଭାଇରସ ଦ୍ୱାରା ଆକ୍ରାନ୍ତ ହୋଇଥିବା ଅନୁମାନ କରାଯାଉଛି। ସେମାନଙ୍କୁ ଅଲଗା ରଖି ଚିକିତ୍ସା କରାଯାଉଥିଲା। ମୃତକଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଛି।

Nipah Virus

Rakesh Mallick
  • Published: Tuesday, 22 May 2018
  • , Updated: 22 May 2018, 09:19 PM IST

ଥିରୁଅନନ୍ତପୁରମ: କେରଳର ନିପା ଭାଇରସ୍ ପ୍ରଭାବରେ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଆଉ ୫ ଜଣଙ୍କ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି।  ମୃତକ ମାନେ କୋଝିକୋଡ୍ ମେଡିକାଲ କଲେଜ ଡାକ୍ତରଖାନାରେ ଚିକିତ୍ସିତ ହେଉଥଲେ।

ମୃତକଙ୍କ ମଧ୍ୟରେ ଜଣେ ନର୍ସ ଅଛନ୍ତି। ସେ ରୋଗୀମାନଙ୍କ ଚିକିତ୍ସା କରୁଥିବା ବେଳେ ନିପା ଭାଇରସ ଦ୍ୱାରା ଆକ୍ରାନ୍ତ ହୋଇଥିବା ଅନୁମାନ କରାଯାଉଛି। ସେମାନଙ୍କୁ ଅଲଗା ରଖି ଚିକିତ୍ସା କରାଯାଉଥିଲା। ମୃତକଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଛି।

Related story