ଯବାନଙ୍କ ସହ ମୁହାଁମୁହିଁ, ୫ ନକ୍ସଲ ନିହତ

ରାୟପୁର: ଛତିଶଗଡ଼ ନାରାୟଣପୁର ଜିଲ୍ଲାର ଅବୁଝାମାରରେ ଆଜି ନକ୍ସଲ ଏବଂ ଯବାନ ମୁହାଁମୁହିଁ ହୋଇଥିଲେ। ଏଥିରେ ୫ ନକ୍ସଲ ନିହତ ହୋଇଥିବା ବେଳେ ୨ ଯବାନ ଆହତ ହୋଇଛନ୍ତି। ଏବେ ବି ନକ୍ସଲ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଥିବା ସୂଚନା ରହିଛି। #UPDATE Five Maoists have been killed in encounter with security forces in Narayanpur,Chhattisgarh https://t.co/a7hbBZ4Ei7 — ANI (@ANI) August 24, 2019 ସୂଚନାଯୋଗ୍ୟ, ପୁଲିସ […]

NAXAL ATTACK

Subhransu Sekhar
  • Published: Saturday, 24 August 2019
  • , Updated: 24 August 2019, 12:06 PM IST

ରାୟପୁର: ଛତିଶଗଡ଼ ନାରାୟଣପୁର ଜିଲ୍ଲାର ଅବୁଝାମାରରେ ଆଜି ନକ୍ସଲ ଏବଂ ଯବାନ ମୁହାଁମୁହିଁ ହୋଇଥିଲେ। ଏଥିରେ ୫ ନକ୍ସଲ ନିହତ ହୋଇଥିବା ବେଳେ ୨ ଯବାନ ଆହତ ହୋଇଛନ୍ତି। ଏବେ ବି ନକ୍ସଲ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଥିବା ସୂଚନା ରହିଛି।

https://twitter.com/ANI/status/1165131345196044289

ସୂଚନାଯୋଗ୍ୟ, ପୁଲିସ ନାରାୟଣପୁରରେ ପାଟ୍ରୋଲିଂ କରୁଥିଲା। ଏହି ସମୟରେ ନକ୍ସଲ ଯବାନଙ୍କ ଉପରେ ପ୍ରଥମେ ଗୁଳି ଚଳାଇଥିଲେ ବୋଲି ଡିଆଇଜି ପିଆର ପୌକରା କହିଛନ୍ତି।

Related story