ନୂଆଦିଲ୍ଲୀ: ୫ଟି ରାଜ୍ୟର ୬ଟି ବିଧାନସଭା ଆସନ ପାଇଁ ଉପନିର୍ବାଚନ ଚାଲିଛି। ମେଘାଳୟର ଚୋକପଟ, କେରଳର ଅରୁ ବିକ୍କରା, ତ୍ରିପୁରାର ପ୍ରାସଗଢ ଓ ସୁରମା ଏବଂ ମଧ୍ୟପ୍ରଦେଶର ଗରେଠ ଓ ତାମିଲନାଡୁର ରାଧାକୃଷ୍ଣ ନଗର ବିଧାନସଭା ଆସନରେ ଆଜି ଭୋଟଗ୍ରହଣ ଚାଲିଛି। ତାମିଲନାଡୁର ରାଧାକୃଷ୍ଣ ନଗର ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ଜୟଲଳିତା ନିର୍ବାଚନ ଲଢୁଛନ୍ତି।
ରାଧାକୃଷ୍ଣ ନଗର ଆସନ ଉପରେ ସମସ୍ତଙ୍କ ନଜର ରହିଛି । ରାଧାକୃଷ୍ଣ ନଗର ଆସନରେ ୨୮ ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି । ତେବେ ଜୟଲଲିତାଙ୍କ ଟକ୍କର ସିପିଆଇ ପ୍ରାର୍ଥୀ ଟ୍ରଫିକ୍ ରାମାସ୍ୱାମୀଙ୍କ ସହ ହେଉଛି । ଜୁନ ୩୦ରେ ଏହି ଉପନିର୍ବାଚନର ଫଳାଫଳ ପ୍ରକାଶ ପାଇବ। ଏହି ଉପନିର୍ବାଚନରେ ପ୍ରଥମ ଥର ପାଇଁ ନିର୍ବାଚନ ଆୟୋଗ ଇଲୋଟ୍ରନିକ୍ ଭୋଟିଙ୍ଗ୍ ମେସିନରେ ପ୍ରାର୍ଥୀଙ୍କ ଫଟୋ ବ୍ୟବହାର କରିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସାଙ୍ଘାତିକ ଅଭିଯୋଗ: ୫ ବର୍ଷ ଯାଏ ୬୪ ଜଣ ମୋର ଯୌନ ଶୋଷଣ କରିଛନ୍ତି
ଏହି ମାମଲାରେ ପୁଲିସ ଏଯାଏ ୧୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି।
National
ରାଜ୍ୟପାଳ ଲାଟ୍ ସାହେବ ପଦ ନୁହେଁ: ରଘୁବର
ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ପରେ ଗତକାଲି ବିଧିବଦ୍ଧ ଭାବେ ରଘୁବର ଦାସ ପୁଣି ବିଜେପିରେ ସାମିଲ ହୋଇଛନ୍ତି।
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।