ଶ୍ରୀନଗର: ଜମ୍ମୁ ଓ କଶ୍ମୀର ସୋପିଆନ୍ରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଲଶ୍କରର ୫ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।
କିଲ୍ଲୋରା ଗାଁରେ ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇ ସୁରକ୍ଷାକର୍ମୀମାନେ ଅପରେସନ୍ ଆରମ୍ଭ କରିଥିଲେ।
ଗତକାଲି ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଲଶ୍କର କମାଣ୍ଡର ଉମର ମଲ୍ଲିକର ମୃତ୍ୟୁ ଘଟିଥିଲା। ଆଜି ସକାଳେ ପୁଣି ଥରେ ଗୁଳି ବିନିମୟ ହୋଇଥିଲା। ଏଥିରେ ୪ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି।
ଏବେବି ସେହି ଗାଁରେ ଆଉ କିଛି ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ କରାଯାଉଛି। ତେଣୁ ସେନାର ସର୍ଚ୍ଚ ଅପରେସନ୍ ଜାରି ରହିଛି।
ପରିସ୍ଥିତିକୁ ଦୃଷ୍ଟିରେ ରଖି ସେହି ଅଞ୍ଚଳରେ ଇଣ୍ଟରନେଟ୍ ସେବା ବନ୍ଦ କରିଦେଇଛି ପ୍ରଶାସନ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।