ମୁମ୍ୱାଇ: କରୋନାର ହଟସ୍ପଟ ପାଲଟିଥିବା ମହାରାଷ୍ଟ୍ରରେ ଆଜି ଗୋଟିଏ ଦିନରେ ୩୦୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦,୨୩୧ ଛୁଇଁଛି। ସେହିପରି ୨୪ ଘଣ୍ଟାରେ ୫୮ ଜଣଙ୍କର ମୃତ୍ୟୁ ହେବା ପରେ ମୋଟ୍ ମୃତ୍ୟୁ ସଂଖ୍ୟା ୧୬୩୫ ଛୁଇଁଛି। ସେହିପରି ଆଜି ଗୋଟିଏ ଦିନରେ ୧୧୯୬ ଜଣ ଆକ୍ରାନ୍ତ ଆରୋଗ୍ୟ ହୋଇଥିବା ବେଳେ ରାଜ୍ୟରେ ମୋଟ୍ ୩୩,୯୮୮ ଜଣ ଆକ୍ରାନ୍ତ ଏବେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି।
https://twitter.com/ANI/status/1264551693204598784
ରାଜ୍ୟରେ ମୋଟ୍ ୫୮ ଜଣଙ୍କର ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ୩୮ ଜଣ କେବଳ ମୁମ୍ୱାଇର, ପୁଣେ ଏବଂ ସୋଲାପୁରରୁ ୬ ଜଣେ ଲେଖାଏଁ ମୋଟ୍ ୧୨ ଜଣ, ଔରାଙ୍ଗାବାଦରୁ ୪ ଜଣ ଏବଂ ଲାତୁର-ମିରା-ଊୟାନ୍ଦରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୧.୩୧ ଲକ୍ଷ ଅତିକ୍ରମ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।