ବେଙ୍ଗାଲୁରୁ: କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ବିଏସ୍ ୟେଦ୍ୟୁରପ୍ପାଙ୍କ ପରେ ତାଙ୍କ ଅଫିସରେ କାର୍ଯ୍ୟ କରୁଥିବା ୬ ଜଣ କର୍ମଚାରୀ ମଧ୍ୟ ମହାମାରୀ କରୋନା ଭାଇରସରେ ସଂକ୍ରମିତ ହୋଇଛନ୍ତି। ସମସ୍ତଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିବାରୁ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଗତକାଲି ୟେଦ୍ୟୁରପ୍ପାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିଲା। ଏହାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏ ସମ୍ପର୍କରେ ନିଜେ ୟେଦ୍ୟୁରପ୍ପା ଗତକାଲି ଟ୍ୱିଟ କରିଥିଲେ। ସେ କହିଥିଲ, “ମୋ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ମୁଁ ସଂପୂର୍ଣ୍ଣ ସୁସ୍ଥ ଥିଲେ ହେଁ ଡାକ୍ତରଙ୍କ ପରାମର୍ଶକ୍ରମେ ହସ୍ପିଟାଲରେ ଆଡମିଟ୍ ହୋଇଛି।”
ଏମାନଙ୍କ ବ୍ୟତୀତ ୟେଦ୍ୟୁରପ୍ପାଙ୍କ ଝିଅ ପଦ୍ମବତୀଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ତେବେ ତାଙ୍କ ପୁଅ ବିଜୟେନ୍ଦ୍ରଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।