ମୁଖ୍ୟମନ୍ତ୍ରୀଙ୍କ ପରେ ତାଙ୍କର ୬ କର୍ମଚାରୀ ଓ ଝିଅଙ୍କୁ କରୋନା, ହସ୍ପିଟାଲରେ ଭର୍ତ୍ତି

ବେଙ୍ଗାଲୁରୁ: କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦ୍ୟୁରପ୍ପାଙ୍କ ପରେ ତାଙ୍କ ଅଫିସରେ କାର୍ଯ୍ୟ କରୁଥିବା ୬ ଜଣ କର୍ମଚାରୀ ମଧ୍ୟ ମହାମାରୀ କରୋନା ଭାଇରସରେ ସଂକ୍ରମିତ ହୋଇଛନ୍ତି। ସମସ୍ତଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିବାରୁ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗତକାଲି ୟେଦ୍ୟୁରପ୍ପାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିଲା। ଏହାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏ ସମ୍ପର୍କରେ ନିଜେ ୟେଦ୍ୟୁରପ୍ପା ଗତକାଲି ଟ୍ୱିଟ କରିଥିଲେ। ସେ କହିଥିଲ, “ମୋ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। […]

u

u

Hemant Lenka
  • Published: Monday, 03 August 2020
  • Updated: 03 August 2020, 02:59 PM IST

Sports

Latest News

ବେଙ୍ଗାଲୁରୁ: କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦ୍ୟୁରପ୍ପାଙ୍କ ପରେ ତାଙ୍କ ଅଫିସରେ କାର୍ଯ୍ୟ କରୁଥିବା ୬ ଜଣ କର୍ମଚାରୀ ମଧ୍ୟ ମହାମାରୀ କରୋନା ଭାଇରସରେ ସଂକ୍ରମିତ ହୋଇଛନ୍ତି। ସମସ୍ତଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିବାରୁ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଗତକାଲି ୟେଦ୍ୟୁରପ୍ପାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିଲା। ଏହାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏ ସମ୍ପର୍କରେ ନିଜେ ୟେଦ୍ୟୁରପ୍ପା ଗତକାଲି ଟ୍ୱିଟ କରିଥିଲେ। ସେ କହିଥିଲ, “ମୋ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ମୁଁ ସଂପୂର୍ଣ୍ଣ ସୁସ୍ଥ ଥିଲେ ହେଁ ଡାକ୍ତରଙ୍କ ପରାମର୍ଶକ୍ରମେ ହସ୍ପିଟାଲରେ ଆଡମିଟ୍‌ ହୋଇଛି।”

ଏମାନଙ୍କ ବ୍ୟତୀତ ୟେଦ୍ୟୁରପ୍ପାଙ୍କ ଝିଅ ପଦ୍ମବତୀଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ତେବେ ତାଙ୍କ ପୁଅ ବିଜୟେନ୍ଦ୍ରଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story