ଦୁବାଇ: ଭାରତୀୟ ବୋଲି ବିଶ୍ୱାସ କରାଯାଉଥିବା ୬ ଜଣ ନିର୍ମାଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଏକ ପାଣି ପାଇପ୍ ପ୍ରକଳ୍ପ ସ୍ଥାନରେ ପ୍ରବଳ ବର୍ଷା କାରଣରୁ ଏମାନେ ପୋତି ହୋଇଯାଇ ମୃତ୍ୟୁ ବରଣ କରିଛନ୍ତି।
ମସ୍କାଟ୍ର ସୀବ୍ ଅଞ୍ଚଳରେ ଏହି ଘଟଣା ଘଟିଛି। ରବିବାର ଏଠାରେ ପ୍ରବଲ ବର୍ଷା ହୋଇଥିଲା।
ଭାରତୀୟ ଦୂତାବାସ ପକ୍ଷରୁ କୁହାଯାଇଛି, “ଭାରତୀୟ ବୋଲି ବିଶ୍ୱାସ କରାଯାଉଥିବା ୬ ଜଣ ଶ୍ରମିକଙ୍କର ମୃତ୍ୟୁ ବାବଦରେ ଜାଣି ଆମେ ଗଭୀର ଦୁଃଖିତ। ନଭେମ୍ବର ୧୦ରେ ପ୍ରବଳ ବର୍ଷା ପରେ ଏଭଳି ହୋଇଛି।”
ଦୂତାବାସ ପକ୍ଷରୁ କୁହାଯାଇଛି, ସେମାନେ ଓମାନ୍ ଅଧିକାରୀଙ୍କ ସହ ଯୋଗାଯୋଗରେ ଅଛନ୍ତି। ପୂରା ଘଟଣା ବାବଦରେ ଜାଣିବା ପାଇଁ ପ୍ରୟାସ କରାଯିବା ସହ ସେମାନଙ୍କ ପରିଚୟ ଜାଣିବାକୁ ଚେଷ୍ଟା କରାଯାଉଛି। ମୃତକଙ୍କ ପରିବାର ପ୍ରତି ଦୂତାବାସ ପକ୍ଷରୁ ସମବେଦନା ଜ୍ଞାପନ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ନିର୍ବାଚନ ପୂର୍ବରୁ ଫାଟ, 'ଇଣ୍ଡି ବ୍ଲକ୍'ରୁ କଂଗ୍ରେସକୁ ଆଉଟ୍ କରିବାକୁ ଚାହୁଁଛି ଆପ୍
ଦିଲ୍ଲୀ ନିର୍ବଚନ ପୂର୍ବରୁ ଆମ୍ ଆଦମୀ ପାର୍ଟି ଇଣ୍ଡିଆ ମେଣ୍ଟରୁ କଂଗ୍ରେସକୁ ବାହାର କରିବାକୁ ଚାହୁଁଛି। ଏଥିପାଇଁ ସେ ଅନ୍ୟ ଦଳ ସହ କଥା ହେବ।
National
୨୦୨୩-୨୪ ବର୍ଷରେ ବି ବିଜେପି ମାଲେମାଲ, ପାଇଛି ୨,୨୪୪ କୋଟି ଚାନ୍ଦା
୨୦୨୩-୨୪ ବର୍ଷରେ ବିଜେପି ସର୍ବାଧିକ ୨,୨୪୪ କୋଟି ଟଙ୍କା ପାଇଥିବାବେଳେ ପୂର୍ବତନ ତେଲେଙ୍ଗାନା ସିଏମ ଚନ୍ଦ୍ରଶେଖର ରାଓଙ୍କ ଦଳ ବିଆରଏସ ଦ୍ୱିତୀୟ ସ୍ଥାନରେ ରହିଛି।
National
ମଝି ସମୁଦ୍ରରେ ବୁଡ଼ିଲା ଯାତ୍ରୀବାହୀ ଡ଼ଙ୍ଗା, ଜଣେ ମୃତ, ୨୦ ଉଦ୍ଧାର
ଦୁର୍ଘଟଣାରେ ଜଣେ ୫୪ ବର୍ଷୀୟ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨୦ ଜଣଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...