୬୫ ବର୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ୬୫ ବର୍ଷରେ ପାଦ ଥାପିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।ଏହି ଅବସରରେ ବିଭିନ୍ନ ରାଜନୈତିକ ଦଳର ନେତାମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଓ ତାଙ୍କର ଦୀର୍ଘମୟ ଜୀବନର କାମନା କରିଥିଲେ। ଜମ୍ମୁ ଓ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଟ୍ୱିଟ୍ କରି ମୋଦିଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ […]

modi

modi

Rakesh Mallick
  • Published: Thursday, 17 September 2015
  • Updated: 17 September 2015, 09:22 AM IST

Sports

Latest News

ନୂଆଦିଲ୍ଲୀ: ୬୫ ବର୍ଷରେ ପାଦ ଥାପିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।ଏହି ଅବସରରେ ବିଭିନ୍ନ ରାଜନୈତିକ ଦଳର ନେତାମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଓ ତାଙ୍କର ଦୀର୍ଘମୟ ଜୀବନର କାମନା କରିଥିଲେ। ଜମ୍ମୁ ଓ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଟ୍ୱିଟ୍ କରି ମୋଦିଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ମଧ୍ୟ ସୋସିଆଲ୍ ମିଡିଆ ଯୋଗେ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହିତ ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଅରୁଣ ଜେଟଲୀ, ରାଜନାଥ ସିଂହ, ଲୋକ ଜନଶକ୍ତି ପାର୍ଟି ମୁଖ୍ୟ ତଥା କେନ୍ଦ୍ର ମନ୍ତ୍ରୀ ରାମ ବିଳାଶ ପାଶ୍ୱାନ, ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ ଓ  ମହରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ୍  ପ୍ରମୁଖ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story