ନୂଆଦିଲ୍ଲୀ: ୬ଟି ରାଜ୍ୟରେ ନିଯୁକ୍ତି ପାଇଛନ୍ତି ନୂଆ ରାଜ୍ୟପାଳ। ମଙ୍ଗଳବାର ରାଷ୍ଟ୍ରପତି ଭବନରୁ ଏନେଇ ବିଜ୍ଞପ୍ତି ଜାରି କରାପାଇଛି। ଝାଡ଼ଖଣ୍ଡର ରାଜ୍ୟପାଳ ଡକ୍ଟର ସୟିଦ ଅହମ୍ମଦଙ୍କୁ ମିଜୋରାମର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ଝାଡ଼ଖଣ୍ଡର ନୂଆ ରାଜ୍ୟପାଳ ଭାବେ ଓଡ଼ିଶା ବିଜେପିର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ମନ୍ତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ଅରୁଣାଚଳ ପ୍ରଦେଶର ରାଜ୍ୟପାଳ ଅବସରପ୍ରାପ୍ତ ଲେଫଟନାଣ୍ଟ ଜେନେରାଲ ନିର୍ଭୟ ଶର୍ମାଙ୍କୁ ବଦଳି କରାଯାଇ ମିଜୋରାମ୍ ରାଜ୍ୟପାଳ ନିଯୁକ୍ତ କରାଯାଇଛି। ଅରୁଣାଚଳ ପ୍ରଦେଶର ରାଜ୍ୟପାଳ ଭାବ ଜେ.ପି ରାଜଖୱାଙ୍କୁ ନିଯୁକ୍ତି ମିଳିଛି। ତ୍ରିପୁରାରେ ତଥାଗତ ରୟ ଓ ମେଘାଳୟରେ ଭି. ଶାନମୁଗନାଥନଙ୍କୁ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜଳୁଛି ମଣିପୁର: ବିଜେପି-କଂଗ୍ରେସ ଅଫିସ୍ରୁ ଲୁଟ୍, ଜଣେ ମୃତ
ଜିବିରାମ ଜିଲ୍ଲାର ବାବୁପୁରାରେ ସ୍ଥିତ ବିଜେପି ଓ କଂଗ୍ରେସ ଅଫିସରେ ବିକ୍ଷୋଭକାରୀମାନେ ପଶି ଭଙ୍ଗାରୁଜା କରିବା ସହ ଲୁଟ୍ କରିଥିଲେ।
National
ପଶ୍ଚିମବଙ୍ଗରେ ହିଂସା, କର୍ଫ୍ୟୁ ଲାଗୁ, ଇଣ୍ଟରନେଟ୍ ସେବା ବନ୍ଦ
ଏହି ମାମଲାରେ ପୁଲିସ ୧୫ ଜଣଙ୍କୁ ଗିରଫ କରିଛି।
National
ଭୟଙ୍କର ବାୟୁ ପ୍ରଦୂଷଣ, ସ୍କୁଲ ବନ୍ଦ, GRPA 4 ଲାଗୁ
ଶିଶୁ, ବରିଷ୍ଠ ନାଗରିକ ଏବଂ ହୃଦରୋଗ ଓ ଶ୍ୱାସ ଜନିତ ସମସ୍ୟା ଥିବା ରୋଗୀଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି।
National
ଦିଲ୍ଲୀ ବାୟୁର ମାନ 'ସିଭିୟର ପ୍ଲସ୍', ସୋମବାରଠୁ ଅନଲାଇନ୍ କ୍ଲାସ୍
ଦିଲ୍ଲୀରେ ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ୪୫୭ ସ୍ତରରେ ପହଞ୍ଚିଛି। ଯେଉଁଥିପାଇଁ ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ (CAQM) ସୋମବାର ସକାଳ ୮ଟାରୁ ଦିଲ୍ଲୀ ଏନସିଆରରେ GRAP-4 କାର୍ଯ୍ୟକାରୀ କରିବାକୁ ଘୋଷଣା କରିଛି।
Crime
ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବାରୁ ଅଢ଼େଇ ଲକ୍ଷ ଫାଇନ, ଲାଇସେନ୍ସ ରଦ୍ଦ
ଥ୍ରିସୁର ମେଡିକାଲ କଲେଜକୁ ରୋଗୀ ନେଇ ଯାଉଥିବା ଏକ ଆମ୍ବୁଲାନ୍ସକୁ ରାସ୍ତା ଛାଡ଼ିନଥିଲେ କାର ଚାଳକ। ସୋଶାଲ ମିଡିଆରେ ଭାଇରାଲ ହେଉଛି ଭିଡିଓ।