ନୂଆଦିଲ୍ଲୀ: ଭାରତୀୟ ବାୟୁସେବା ଆଜି ୮୪ ବର୍ଷରେ ପାଦ ଥାପିଛି। ଏହି ଅବସରରେ ଗାଜିଆବାଦର ହିଣ୍ଡନ ଏୟାରବେସ୍ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପ୍ରଦର୍ଶନ କରାଯାଇଛି। ବାୟୁସେନା ଯବାନଙ୍କ ପରେଡ୍ ସାଙ୍ଗକୁ ଯୁଦ୍ଧ ବିମାନ, ପରିବହନ ବିମାନ ଓ ହେଲିକପଟର ଭାଗ ନେଇ ଆକର୍ଷଣୀୟ କୌଶଳ ପ୍ରଦର୍ଶନ କରିଥିଲେ। ଏଥିସହ ତେଜସ୍, ସୁଖୋଇ ସମେତ ଅନେକ ବିମାନ ଆକାଶମାର୍ଗରେ ଦୁଃସାହସିକ କ୍ରୀଡ଼ା ପ୍ରଦର୍ଶନ କରିଥିଲେ। ବାୟୁ ସେନା ପ୍ରତିଷ୍ଠା ଦିବସ ଅବସରରେ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାୟୁ ସେନାର କର୍ମଚାରୀଙ୍କୁ ଶୁଭକାମନା ଜଣାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେଜ୍ରିୱାଲଙ୍କ ମୁହଁକୁ ପାଣି ଛାଟି ଯୁବକ ଅଟକ
ବିଜେପିକୁ ଦାୟୀ କଲା ଆମ୍ ଆଦମୀ ପାର୍ଟି। ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା କରୁଛି ପୁଲିସ।
National
ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ପୂର୍ବରୁ ବଡ଼ ସୂଚନା ଦେଲେ ଅଜିତ ପାୱାର
ଗତକାଲି ମୁମ୍ବାଇରେ ମହାୟୁତିର ଏକ ବୈଠକ ବସିବାର ଥିଲା। ମାତ୍ର କାମଚଳା ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ହଠାତ୍ ତାଙ୍କ ଗାଁକୁ ଚାଲିଯିବାରୁ ବୈଠକ ବାତିଲ ହୋଇ ଯାଇଥିଲା।
Crime
ମଣିପୁର ହିଂସା: ଥାନା ଓ ବିଧାୟକଙ୍କ ବାସଭବନରେ ଜଳାପୋଡ଼ା ଘଟଣାରେ ୮ ଗିରଫ
ରାଜ୍ୟରେ ଏକାଧିକ ହିଂସାତ୍ମକ ଘଟଣାରେ ଏହି ୮ ଅଭିଯୁକ୍ତଙ୍କ ସଂପୃକ୍ତି ଥିବା ପୁଲିସ କହିଛି।
Politics
'ମୋ ଘର ଦୂଆର ଓ ଅଫିସ୍ ଆପଣମାନଙ୍କ ପାଇଁ ସବୁବେଳେ ଖୋଲା'
ୱାୟନାଡ଼ର ସାଂସଦ ଭାବେ ଶପଥ ନେବା ପରେ ପ୍ରଥମ ଥର ପାଇଁ କେରଳ ଗସ୍ତ କରିଛନ୍ତି ପ୍ରିୟଙ୍କା ଗାନ୍ଧି।