ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ ଏବେ ଦେଶର ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରିବାରେ ଲାଗିଛି। ପ୍ରଥମେ ପୁଲିସ ପରେ ସିଆରପିଏଫ ଯବାନଙ୍କୁ ଆକ୍ରାନ୍ତ କରିଥିବା କରୋନା ଏବେ ବିଏସଏଫ ଯବାନଙ୍କୁ ନିଜ ପଞ୍ଝାରେ ଅକ୍ତିଆର କରିବାରେ ଲାଗିଛି।
ଆଜି ବିଏସଏଫର ଆଉ ୮୫ ଜଣ ଯବାନ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହାକୁ ମିଶାଇ ବିଏସଏଫର ୧୫୪ ଜଣ ଯବାନ କରୋନାରେ ଆକ୍ରାନ୍ତ ହେଲେଣି। ଆକ୍ରାନ୍ତଙ୍କ ମଧ୍ୟରୁ ୬୦ରୁ ଅଧିକ ଯବାନ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଜାମିଆ ଓ ଚାନ୍ଦିନୀ ମହାଲାରେ ମୁତୟନ ହୋଇଥିଲେ।
ସେହିପରି ୬ ଜଣ ଯବାନ ପଶ୍ଚିମବଙ୍ଗକୁ କୋଭିଡ-୧୯ ସ୍ଥିତର ସମୀକ୍ଷା ପାଇଁ ଯାଇଥିବା ମନ୍ତ୍ରିସ୍ତରୀୟ ଟିମ୍ର ଏସ୍କର୍ଟ ଟିମ୍ରେ ରହିଥିଲେ। ୩୭ ଜଣ ଆକ୍ରାନ୍ତ ତ୍ରିପୁରାରେ ମୁତୟନ ଥିବା ବେଳେ କରୋନାରେ ଆକ୍ରାନ୍ତ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।