ନୂଆଦିଲ୍ଲୀ:ଆଧାରକାର୍ଡକୁ ମୋବାଇଲ ଲିଙ୍କ୍ ମାମଲାର ଶୁଣାଣି ଆସନ୍ତା ୧୩ ତାରିଖକୁ ଧାର୍ଯ୍ୟ କରାଯାଇଛି। ସୁପ୍ରିମକୋର୍ଟରେ ହେବ ଏହି ମାମଲାର ଶୁଣାଣି। ଦୂରସଂଚାର ବିଭାଗ ପକ୍ଷରୁ ଜାରି ନୋଟିସ୍କୁ ଚାଲେଞ୍ଜ କରି କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ତହସିନ୍ ପୁନାବାଲା।
ତେବେ ମାମଲାକୁ ଗ୍ରହଣ କରିଛନ୍ତି ସବୋଚ୍ଚ କୋର୍ଟ । ଏନେଇ ଆସନ୍ତା ୧୩ ତାରିଖରେ ଶୁଣାଣି ହେବ। ଦୂରସଂଚାର ବିଭାଗ ପକ୍ଷରୁ ମାମଲା ଅସାମ୍ବିଧାନିକ, ବେଆଇନ ଏବଂ ଯୁକ୍ତିଯୁକ୍ତ ନୁହେଁ ବୋଲି କୋର୍ଟରେ ଦର୍ଶାଇଛନ୍ତି ଆବେଦନକାରୀ। ଏଥିସହ ବ୍ୟକ୍ତିର ମୌଳିକ ଅଧିକାର ଏହାଦ୍ୱାରା କ୍ଷୂର୍ଣ୍ଣ ହେଉଥିବା ସେ ଦର୍ଶାଇଛନ୍ତି। ଏହାପୂର୍ବରୁ ମାମଲାର ଶୁଣାଣି କରି କୋର୍ଟ ସରକାର ଏବଂ ଟେଲିକମ୍ କମ୍ପାନିଙ୍କୁ ଜାରି କରିଛନ୍ତି ନୋଟିସ୍। ମୋବାଇଲ ସହ ଆଧାର ଲିଙ୍କ୍ କେତେ ଆବଶ୍ୟକ ସେ ନେଇ କୋର୍ଟଙ୍କ ନିକଟରେ ଜବାବ୍ ଦାଖଲ କରିବେ ଟେଲିକମ୍ କମ୍ପାନି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।