ମୁମ୍ବାଇ: ଶିବସେନା ମୁଖ୍ୟ ଉଦ୍ଧବ ଠାକ୍ରେଙ୍କ ଶପଥ ଗ୍ରହଣ ପାଇଁ ଅତିଥି ନିମନ୍ତ୍ରଣର ଦାୟିତ୍ୱ ନେଇଛନ୍ତି ପୁଅ ଆଦିତ୍ୟ ଠାକ୍ରେ। ସେ ଆଜି କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧିଙ୍କୁ ନିମନ୍ତ୍ରଣ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ମନମୋହନ ସିଂହଙ୍କୁ ମଧ୍ୟ ସେ ନିମନ୍ତ୍ରଣ କରିଛନ୍ତି।
ସେ ଆଜି ୨ ବରିଷ୍ଠ କଂଗ୍ରେସ ନେତାଙ୍କୁ ନିମନ୍ତ୍ରଣ କରିବା ସହ ମହା ବିକାଶ ଅଘାଡି ପାଇଁ ଆଶୀର୍ବାଦ ଏବଂ ଶୁଭେଚ୍ଛା ମାଗିଥିବା କହିଛନ୍ତି। ସୋନିଆଙ୍କ ବାସଭବନ ୧୦ ଜନପଥରେ ଠାକ୍ରେ ପରିବାର ସଦସ୍ୟ ଆଦିତ୍ୟ ପାଦ ଦେବା ମହରାଷ୍ଟ୍ର ରାଜନୀତି ସମେତ ଭାରତୀୟ ରାଜନୀତି ପାଇଁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି।
ପୂର୍ବରୁ ଏନ୍ସିପି ନେତା ପ୍ରଫୁଲ ପଟେଲ ସୂଚନା ଦେଇସାରିଛନ୍ତି, ଏନ୍ସିପିରୁ ଉପମୁଖ୍ୟମନ୍ତ୍ରୀ ହେବେ। ଅନ୍ୟପକ୍ଷରେ କଂଗ୍ରେସରୁ ବାଚସ୍ପତି ହେବା ନିଶ୍ଚିତ ହୋଇସାରିଛି। ଆସନ୍ତାକାଲି ଉଦ୍ଧବ ଶିବାଜୀ ପାର୍କଠାରେ ଶପଥ ନେବାକୁ ଥିବାବେଳେ ଏଥିପାଇଁ ଏହି ଅଞ୍ଚଳରେ ଟ୍ରାଫିକ୍ କଟକଣା ଜାରି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆଉ ନାହାନ୍ତି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ
ପିଭି ନରସିଂହ ରାଓଙ୍କ ସରକାରରେ ମନମୋହନ ସିଂହ ଦେଶର ଅର୍ଥମନ୍ତ୍ରୀ ଥିଲେ। ଏହି ସମୟରେ ଭାରତୀୟ ଅର୍ଥନୀତିରେ ସେ ବୈପ୍ଳବିକ ପରିବର୍ତ୍ତନ ଆଣିଥିଲେ। ଭାରତୀୟ ଅର୍ଥନୀତି ତାଙ୍କ ତୁଳୀରେ ନୂଆ ରୂପ ପାଇଥିଲା।
National
ବିଗିଡ଼ିଲା ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା, ଏମ୍ସରେ ହେଲେ ଭର୍ତ୍ତି
ଏବେ ସେଠାରେ ତାଙ୍କର ଚିକିତ୍ସା ସ୍ୱତନ୍ତ୍ର ଡାକ୍ତରୀ ଟିମ ପକ୍ଷରୁ କରାଯାଉଛି। କିନ୍ତୁ ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।
National
ଦରମା ଥିଲା ୧୩ ହଜାର, କିନ୍ତୁ ଠକି ନେଲା ୨୧ କୋଟି: ଗର୍ଲଫ୍ରେଣ୍ଡକୁ ଦେଇଥିଲା 4BHK ଫ୍ଲାଟ
ପୁଲିସ୍ କହିଛି ଯେ ଏହି ଟଙ୍କାରେ ୧.୨ କୋଟି ବଳରେ ଗୋଟିଏ BMW, ୧.୩ କୋଟି ଟଙ୍କାରେ ଗୋଟିଏ ଏସ୍ୟୁଭି ଓ ୩୨ ଲକ୍ଷ ଟଙ୍କା ବଳରେ ଗୋଟିଏ BMW ବାଇକ କିଣା ଯାଇଥିଲା।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।
Politics
‘ଭୋଟରଙ୍କୁ ଟଙ୍କା ବାଣ୍ଟୁଛନ୍ତି’ ବିଜେପି ନେତା: EDରେ ଅଭିଯୋଗ କଲା ଆପ୍
ଆଜି ଟଙ୍କା ବାଣ୍ଟିବା ଅଭିଯୋଗ ଆଣି ସଞ୍ଜୟ ସିଂହ ଇଡି ଅଫିସରେ ପହଞ୍ଚି ଲିଖିତ ଅଭିଯୋଗ କରିଛନ୍ତି। ଦିନକ ତଳେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଆତିଶୀ ଅଭିଯୋଗ କରିଥିଲେ ଯେ ବିଜେପି ନେତା ପରଭେଶ ବର୍ମା ନୂଆଦିଲ୍ଲୀ ନିର୍ବାଚନ ମଣ୍ଡଳୀରେ ମହିଳାଙ୍କୁ ଟଙ୍କା ବାଣ୍ଟୁ ଥିବା ଅଭିଯୋଗ କରିଥିଲେ।