ନୂଆଦିଲ୍ଲୀ: ୨୦୨୦ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆମ୍ ଆଦମୀ ପାର୍ଟି ସମସ୍ତ ୭୦ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏହି ତାଲିକାରେ ଉଲ୍ଲେଖ କରାଯାଇଛି, ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଏବଂ ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ନୂଆଦିଲ୍ଲୀରୁ ଲଢ଼ିବେ। ସେହିଭଳି ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ପ୍ରତାପଗଞ୍ଜରୁ ଲଢ଼ିବେ।
ଆଜି ଦିଲ୍ଲୀଠାରେ କିଛି ଆପ୍ ନେତା କେଜ୍ରିୱାଲଙ୍କୁ ତାଙ୍କ ବାସଭବନଠାରେ ଭେଟିଥିଲେ। ଆପ୍ ପ୍ରହ୍ଲାଦ ସିଂହ ସାହଣୀଙ୍କୁ ଚାନ୍ଦନୀ ଚୌକରୁ ଲଢ଼ିବାକୁ ଟିକେଟ୍ ଦେଇଥିବାବେଳେ ଦ୍ୱାରକାରୁ ବିନୟ କୁମାର ମିଶ୍ର ଏବଂ ଗାନ୍ଧି ନଗରରୁ ଦୀପୁ ଚୌଧୁରୀଙ୍କୁ ଟିକେଟ୍ ଦେଇଛି। ସେହିଭଳି କୋଣ୍ଡଲିରେ ମନୋଜ କୁମାରଙ୍କ ସ୍ଥାନରେ କୁଲଦୀପ କୁମାରଙ୍କୁ ଟିକେଟ୍ ଦିଆଯାଇଛି।
ଚଳିତ ବର୍ଷ ୮ ଜଣ ମହିଳାଙ୍କୁ ଆପ୍ ଟିକେଟ୍ ଦେଇଛି। ଅନ୍ୟପକ୍ଷରେ ଖାଲିଥିବା ୬ଟି ନୂଆ ନାମ ଏଥର ଘୋଷଣା କରାଯାଇଛି। ସେହିଭଳି ୧୫ଟି ଆସନରେ ପରିବର୍ତ୍ତନ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଭୋଟ୍ ବେଳେ ବିଟ୍କଏନ୍ ଦୁର୍ନୀତିରେ ଫସିଲେ ଶରଦ ପାଓ୍ୱାରଙ୍କ ଝିଅ?
ଅଭିଯୋଗକୁ ଖଣ୍ଡନ କରିଛନ୍ତି ଏନ୍ସିପି ନେତ୍ରୀ ସୁପ୍ରିୟା ସୁଲେ। ବିଜେପି ଜାରି କରିଥିବା ଅଡିଓ କ୍ଲିପ୍ରେ ତାଙ୍କର ନୁହଁ। ଏହା ମିଛ ବୋଲି କହିଛନ୍ତି।
National
ଭୋଟିଂ ବେଳେ ହଙ୍ଗାମା, ପୁଲିସ ଉପରକୁ ପଥରମାଡ଼
ଉପ-ନିର୍ବାଚନ ବେଳେ ଉତ୍ତେଜନା। ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୂରା ଅଞ୍ଚଳରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି।
National
କଲବଲ କରୁଛି ପ୍ରଦୂଷଣ: ଓ୍ୱାର୍କ ଫ୍ରମ୍ ହୋମ୍ ଲାଗୁ, ଅଫିସ୍ ଆସିବେ ୫୦% କର୍ମଚାରୀ
ବାୟରୁ ଗୁଣବତ୍ତା ୫୦୦ ପାର୍ କରିଛି। ଥଣ୍ଡା ଯେତିକି ବଢୁଛି ସେହି ହିସାବରେ ଦିଲ୍ଲୀର ବାୟୁ ବିଷାକ୍ତ ହୋଇ ଚାଲିଛି। ବିଷାକ୍ତ ବାୟୁ ଯୋଗୁ ଲେକଙ୍କ ସ୍ୱାସ୍ଥ୍ୟ ମଧ୍ୟ ଖରାପ ହେବାରେ ଲାଗିଛି।
National
ବିବାହ ଉତ୍ସବରେ ଟଙ୍କା ବର୍ଷା; ଜେସିବି ଓ ଛାତ ଉପରୁ ଉଡ଼ାଇଦେଲେ ୨୦ ଲକ୍ଷ
ବର ପକ୍ଷର ବନ୍ଧୁ ପରିଜନ ଛାତ ଉପରେ ତଥା ଏକ ଜେସିବି ଉପରେ ଚଢ଼ି ପ୍ରାୟ ୨୦ ଲକ୍ଷ ଟଙ୍କା ଉଡ଼ାଇଥିବା ଜଣାଯାଇଛି।
National
ମଦ ଭାବି ପିଇ ଦେଲେ ଟଏଲେଟ୍ କ୍ଲିନର୍, ଚାଲିଗଲା ଜୀବନ
କାଚ ବୋତଲରେ ରଖାଯାଇଥିବା ଟଏଲେଟ୍ କ୍ଲିନର୍କୁ ମଦ ଭାବି ଜଣେ ୬୭ ବର୍ଷୀୟ ବୃଦ୍ଧ ପିଇବା ପରେ ତାଙ୍କର ମୃତ୍ୟୁ ହୋଇଛି।