ଜୟପୁର: ଭାରତ ଜନ୍ମିତ ତଥା ଆମେରିକୀୟ ଅର୍ଥନୀତିଜ୍ଞ ଅଭିଜିତ ବାନାର୍ଜୀ ନୋବେଲ ପାଇବାକୁ ନେଇ ଏକ ବଡ଼ ବୟାନ ରଖିଛନ୍ତି। ସେ କହିଛନ୍ତି, ଯଦି ତାଙ୍କର ଜନ୍ମମାଟି ଭାରତରେ ରହିଥା’ନ୍ତେ ନୋବେଲ ପୁରସ୍କାର ପାଇପାରିନଥା’ନ୍ତେ। ସେ କହିଛନ୍ତି, ଏୟା ନୁହେଁ ଯେ ଭାରତରେ ପ୍ରତଭାର ଅଭାବ ରହିଛି। କିନ୍ତୁ ସେଭଳି ଏକ ବ୍ୟବସ୍ଥାର ଦରକାର ପଡ଼ୁଛି। ଜୟପୁର ସାହିତ୍ୟ ଉତ୍ସବରେ ସେ ଏପରି କହିଛନ୍ତି।
ଜଣେ ବ୍ୟକ୍ତିଗତ ଭାବେ ଏହା ହାସଲ କରିପାରିବ ନାହିଁ ବୋଏଲି ସେ କହିଛନ୍ତି। ସେ ଯେଉଁଥିପାଇଁ ଶ୍ରେୟ ପାଇଛନ୍ତି, ତା’ପଛରେ ଅନେକ ଲୋକଙ୍କ କାମ ରହିଛି। ମୁମ୍ବାଇ ଜନ୍ମିତ ଅଭିଜିତ କୋଲକତା ବିଶ୍ୱବିଦ୍ୟାଳୟରୁ ଉତ୍ତୀର୍ଣ୍ଣ ହେବାପରେ ଜେଏନ୍ୟୁରେ ପଢ଼ୁଥିଲେ। ସେ ହାଭାର୍ଡରୁ ପିଏଚ୍ଡି ପାଇବା ପରେ ବର୍ତ୍ତମାନ ମାସାଚୁସେଟ୍ସ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରେ ପ୍ରଫେସର ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ବିଟ୍କଏନ୍ ଘୋଟାଲା: ଅଜିତ ପାଓ୍ୱାର୍ କହିଲେ- ଅଡିଓ କ୍ଲିପ୍ରେ ରହିଛି ଭଉଣୀର ଭଏସ୍
ପୁଣେର ଜଣେ ପୂର୍ବତନ ଆଇପିଏସ୍ ଅଧିକାରୀ ଏନସିପି ନେତା ସୁପ୍ରିୟା ସୁଲେ ଏବଂ ମହାରାଷ୍ଟ୍ର କଂଗ୍ରେସ ଅଧ୍ୟକ୍ଷ ନାନା ପଟୋଲେଙ୍କୁ ବିଟକଏନ୍ ଅପବ୍ୟବହାର କରିଥିବା ଏବଂ ୨୦୧୮ରେ ବିଧାନସଭା ନିର୍ବାଚନରେ ସେହି ଟଙ୍କା ବ୍ୟବହାର କରିଥିବା ଅଭିଯୋଗ କରିଛନ୍ତି।
National
ଭୋଟ୍ ବେଳେ ବିଟ୍କଏନ୍ ଦୁର୍ନୀତିରେ ଫସିଲେ ଶରଦ ପାଓ୍ୱାରଙ୍କ ଝିଅ?
ଅଭିଯୋଗକୁ ଖଣ୍ଡନ କରିଛନ୍ତି ଏନ୍ସିପି ନେତ୍ରୀ ସୁପ୍ରିୟା ସୁଲେ। ବିଜେପି ଜାରି କରିଥିବା ଅଡିଓ କ୍ଲିପ୍ରେ ତାଙ୍କର ନୁହଁ। ଏହା ମିଛ ବୋଲି କହିଛନ୍ତି।
National
ଭୋଟିଂ ବେଳେ ହଙ୍ଗାମା, ପୁଲିସ ଉପରକୁ ପଥରମାଡ଼
ଉପ-ନିର୍ବାଚନ ବେଳେ ଉତ୍ତେଜନା। ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୂରା ଅଞ୍ଚଳରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି।
National
କଲବଲ କରୁଛି ପ୍ରଦୂଷଣ: ଓ୍ୱାର୍କ ଫ୍ରମ୍ ହୋମ୍ ଲାଗୁ, ଅଫିସ୍ ଆସିବେ ୫୦% କର୍ମଚାରୀ
ବାୟରୁ ଗୁଣବତ୍ତା ୫୦୦ ପାର୍ କରିଛି। ଥଣ୍ଡା ଯେତିକି ବଢୁଛି ସେହି ହିସାବରେ ଦିଲ୍ଲୀର ବାୟୁ ବିଷାକ୍ତ ହୋଇ ଚାଲିଛି। ବିଷାକ୍ତ ବାୟୁ ଯୋଗୁ ଲେକଙ୍କ ସ୍ୱାସ୍ଥ୍ୟ ମଧ୍ୟ ଖରାପ ହେବାରେ ଲାଗିଛି।
National
ବିବାହ ଉତ୍ସବରେ ଟଙ୍କା ବର୍ଷା; ଜେସିବି ଓ ଛାତ ଉପରୁ ଉଡ଼ାଇଦେଲେ ୨୦ ଲକ୍ଷ
ବର ପକ୍ଷର ବନ୍ଧୁ ପରିଜନ ଛାତ ଉପରେ ତଥା ଏକ ଜେସିବି ଉପରେ ଚଢ଼ି ପ୍ରାୟ ୨୦ ଲକ୍ଷ ଟଙ୍କା ଉଡ଼ାଇଥିବା ଜଣାଯାଇଛି।