କାବୁଲ: ଆଫଗାନିସ୍ତାନର ଘାଞ୍ଜି ପ୍ରଦେଶର ଏକ ରାଜପଥରେ ୨ଟି ବସ୍ ଓ ଗୋଟିଏ ତୈଳ ଟ୍ୟାଙ୍କର ମଧ୍ୟରେ ଧକ୍କା ହେବାରୁ ୫୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭୩ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରଯାଇଛି।
ମିଳିଥିବା ସୂଚନା ମୁତାବକ ଦୁଇ ବସ୍ରେ ମୋଟ୍ ୧୨୫ ଜଣ ଯାତ୍ରୀ ଥିଲେ। ଧାଡି ହୋଇ ଏହି ବସ୍ ଦୁଇଟି କାବୁଲରୁ କନ୍ଧାହାରକୁ ଯାଉଥିଲାବେଳେ ବିପରୀତ ଦିଗରୁ ଆସୁଥିବା ଟ୍ୟାଙ୍କର ସହ ଧକ୍କା ହୋଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ପ୍ରଚଣ୍ଡ ଶବ୍ଦ ସୃଷ୍ଟି ହୋଇଥିଲା। ଦୁର୍ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ। ପରେ ସ୍ଥାନୀୟ ପୋଲିସ, ଫାୟାର ବିଗ୍ରେଡ ଓ ଆମ୍ବୁଲାନ୍ସ ପହଞ୍ଚି ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଝୁଲି ପଡ଼ିଲେ ଏୟାର ଇଣ୍ଡିଆ ପାଇଲଟ
୨ ବର୍ଷ ତଳେ ସୃଷ୍ଟି ଓ ଆଦିତ୍ୟ ପରସ୍ପରକୁ ପ୍ରଥମଥର ଦିଲ୍ଲୀରେ ଦେଖା ହୋଇଥିଲେ। ଏହି ସମୟରେ ଉଭୟ ବ୍ୟବସାୟିକ ବିମାନ ପାଇଲଟର ଲାଇସେନ୍ସ ପାଇଁ ଟ୍ରେନିଂ ନେଉଥିଲେ। ପ୍ରଥମେ ବନ୍ଧୁତା ଓ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଥିଲା।
National
ପୁଣି ଡିଜିଟାଲ ଆରେଷ୍ଟ: ଏଥର ୫ ଲକ୍ଷ ହରାଇଲେ ପୂର୍ବତନ ସେନା ଅଧିକାରୀ
ଜଣେ ପୂର୍ବତନ ସେନା ଅଧିକାରୀ ସାଇବର ଠକଙ୍କ ଡିଜିଟାଲ ଆରେଷ୍ଟର ଶିକାର ହୋଇଛନ୍ତି। ଡିଜିଟାଲ ଆରେଷ୍ଟ କରି ସାଇବର ଠକମାନେ ତାଙ୍କ ଠାରୁ ୫ ଲକ୍ଷ ଟଙ୍କା ନେଇ ଯାଇଛନ୍ତି।
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।