ଅମରାବତୀ: ତେଲେଙ୍ଗାନାର ୟଦାଦ୍ରୀ ଭୁବନଗିରୀ ଜିଲ୍ଲାର ଚୋଟୁପଲ ମଣ୍ଡଳର ଦଣ୍ଡ ମୁଲକାପୁର ନିକଟରେ ଦୁର୍ଘଟଣାର ଶିକାର ହୋଇଛି ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କର ଏସକୋର୍ଟ ଗାଡ଼ି। ଡ୍ରାଇଭର ହଠାତ୍ ବ୍ରେକ୍ ଲଗାଇବାରୁ ଏହି ଦୁର୍ଘଟଣା ଘଟିଛି। ହେଲେ ଚନ୍ଦ୍ରବାବୁ ନାଇଡୁ ସୁରକ୍ଷିତ ଅଛନ୍ତି।
ଶନିବାର ଚନ୍ଦ୍ରବାବୁ ନାଇଡୁ ହାଇଦ୍ରାବାଦରୁ ଆନ୍ଧ୍ରପ୍ରଦେଶର ଅମରାବତୀ ସ୍ଥିତ ନିଜ ବାସଭବନକୁ ଫେରୁଥିଲେ। ଏହି ସମୟରେ ଏସକର୍ଟ ଗାଡ଼ି ଆଗକୁ ହଠାତ୍ ଗୋଟିଏ ଗାଈ ପଳାଇ ଆସିଥିଲା। ଏବାକୁ ଦେଖି କାରର ଡ୍ରାଇଭର ହଠାତ୍ ବ୍ରେକ୍ ଦେଇଥିଲେ। ତେବେ କିଛି ସୁରକ୍ଷାକର୍ମୀ ଆହତ ହୋଇଛନ୍ତି। ସେମାନଙ୍କୁ ଅନ୍ୟ ଏକ କାରରେ ସ୍ଥାନୀୟ ହସ୍ପିଟାଲକୁ କାରରେ ନିଆଯାଇଥିଲା।
କୁହାଯାଉଛି ଯଦି ଚନ୍ଦ୍ରବାବୁଙ୍କ କାର ସନ୍ତୁଳନ ହରାଇଥାନ୍ତା ତା'ହେଲେ ସ୍ଥିତି କିଛି ଅଲଗା ହୋଇଥାନ୍ତା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀକୁ ନେଇ ସସ୍ପେନ୍ସ ଜାରି, ଆଜି ଇସ୍ତଫା ଦେବେ ଏକନାଥ
ମହାୟୁତିର ମହାବିଜୟ ପରେ ଏବେ ଚର୍ଚ୍ଚା, ସିଏମ୍ ସିଟରେ ବସିବ କିଏ? ବିଜେପି ପାଇଁ ବିଜୟର ଶ୍ରେୟ ଆଣିଥିବା ଦେବେନ୍ଦ୍ର ଫଡନାଭିସ୍, ମହାୟୁତିର ମହାନାୟକ ସାଜିଥିବା ଏକନାଥ ସିନ୍ଧେ ନା ବିଜୟର ଭାଗିଦାରୀ ଏନସିପିର ଅଜିତ ପାୱାର।
National
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ରସଂଘ ନିର୍ବାଚନରେ NSUIର ବାଜିମାତ
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ଅଧ୍ୟକ୍ଷ ଓ ଯୁଗ୍ମ ସମ୍ପାଦକ ପଦ ଜିତିଲା ଏନଏସୟୁଆଇ। ଉପାଧ୍ୟକ୍ଷ ଓ ସଚିବ ପଦରେ ଏବିଭିପିର ବିଜୟ।
National
ଦିଲ୍ଲୀ ପ୍ରଦୂଷଣ: ସ୍କୁଲ ଖୋଲିବା ଉପରେ CAQM ନେବ ନିଷ୍ପତ୍ତି, ଶ୍ରମିକଙ୍କୁ ମିଳୁ ଭତ୍ତା
ବାୟୁ ପ୍ରଦୂଷଣ ଭିତରେ ଦିଲ୍ଲୀରେ ସ୍କୁଲ ଖୋଲିବା ନିଷ୍ପତ୍ତି ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ (CAQM) ଉପରେ ଛାଡ଼ିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ନିର୍ମାଣ କାର୍ଯ୍ୟ ବନ୍ଦ ଥିବାରୁ ଶ୍ରମିକମାନଙ୍କୁ ଭତ୍ତା ପ୍ରଦାନ କରିବାକୁ ନିର୍ଦ୍ଦେଶ।
National
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ସମ୍ବିଧାନରୁ ହଟିବନି 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ
ସମ୍ବିଧାନରୁ 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ ହଟାଇବା ପାଇଁ ହୋଇଥିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ। ୧୯୭୬ ମସିହାରେ ସମ୍ବିଧାନ ସଂଶୋଧନ ଜରିଆରେ ଏହି ଶବ୍ଦ ଯୋଡ଼ାଯାଇଥିଲା।
Business
ଆଦାନୀ ଗ୍ରୁପ୍ ଦାନକୁ ବି ନା; ୧୦୦ କୋଟି ଟଙ୍କା ଫେରାଇବେ ତେଲାଙ୍ଗାନା ସରକାର
ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଆଦାନୀ ଗ୍ରୁପ୍ ତେଲାଙ୍ଗାନାକୁ ୧୦୦କୋଟି ଟଙ୍କା ଦାନ କରିଥିଲେ।