ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅଯୋଧ୍ୟାର ସରଜୁ ନଦୀକୂଳରେ ତିଆରି ହେବ ଭଗବାନ ରାମଙ୍କ ବିଶାଳ ମୂର୍ତ୍ତି। ଏହି ମୂର୍ତ୍ତି ନିର୍ମାଣ କରିବେ ଯୋଗୀ ଆଦିତ୍ୟନାଥ ସରକାର। ୧୦୦ ମିଟରର ରାମଙ୍କ ମୂର୍ତ୍ତି ତିଆରି କରିବା ଲାଗି ସରକାରଙ୍କ ପକ୍ଷରୁ ଯୋଜନା କରାଯାଉଥିବା ଜଣାପଡିଛି। ବିବାଦୀୟ ରାମଜନ୍ମଭୂମି-ବାବ୍ରୀ ମସଜିଦ ସ୍ଥଳରୁ ଅଳ୍ପ ବାଟ ଦୂରରେ ଏହି ମୂର୍ତ୍ତି ପ୍ରତିଷ୍ଠା କରାଯିବ। ଉତ୍ତରପ୍ରଦେଶରେ ପର୍ଯ୍ୟଟନର ବିକାଶ କରିବା ଲାଗି ଯୋଗୀ ଆଦିତ୍ୟନାଥ ସରକାର ବହୁଗୁଡିଏ ପଦକ୍ଷେପ ନେଇଛନ୍ତି। ଆଉ ଏହି କ୍ରମରେ ଭଗବାନ ରାମଙ୍କ ବିଶାଳ ମୂର୍ତ୍ତି ତିଆରି ପାଇଁ ଯୋଜନା କରାଯାଉଛି। ତେବେ ଏନେଇ ବିଭିନ୍ନ ମହଲରୁ ପ୍ରସ୍ତାବ ଆସିଛି, କିନ୍ତୁ ଏପଯର୍ୟନ୍ତ ଏହା ଉପରେ ସରକାରୀ ସ୍ତରରେ କୌଣସି ନିଷ୍ପତ୍ତି ନିଆଯାଇନାହିଁ ବୋଲି ପର୍ଯ୍ୟଟନ ସଚିବ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।