କାବୁଲ: ଆଫଗାନିସ୍ତାର ଫାରଏବ୍ ପ୍ରଦେଶର ଅଲମର ଜିଲ୍ଲାରେ ଏକ ଜନଗହଳି ପୂର୍ଣ୍ଣ ମାକେର୍ଟରେ ବୁଧବାର ସକାଳେ ଏକ ବୋମା ବିସ୍ଫୋରଣ ଘଟି ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏହି ବିସ୍ଫୋରଣରେ ୩୮ ଜଣ ଆହତ ହୋଇଛନ୍ତି । ମୃତକମାନଙ୍କ ମଧ୍ୟରେ ମହିଳା, ଶିଶୁ ଥିବା ପ୍ରାଥମିକ ସୂତ୍ରର ଜଣାପଡିଛି।
ସୂଚନାଯୋଗ୍ୟ, ତାଲିବାନୀ ଆତଙ୍କବାଦୀମାନେ ଏହି ବିସ୍ଫୋରଣ କରିଥିବା ଆଫଗାନିସ୍ତାନ ଅଫିସିଆଲ ସୂତ୍ରରୁ ଜଣାପଡିଛି। ଜଣେ ଆତ୍ମଘାତୀ ସକାଳେ ଆଲମର ମାକେର୍ଟରେ ଏହି ବିସ୍ଫୋରଣ ଘଟାଇଥିବା ଫାଏବର ଗର୍ଭଣ୍ଣର ଅବଦୁଲ ସଟର ବରିଜ୍ କହିଛନ୍ତି। ଆମେରିକା ଗତ ଡିସେମ୍ବରରେ ନାଟୋ ସେନା ଆଫଗାନିସ୍ତାନରୁ ପ୍ରତ୍ୟାହାର କରିବା ସହ ସ୍ଥାନୀୟ ସୁରକ୍ଷା କର୍ମୀଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଥିଲା। କିନ୍ତୁ ୧୩ହଜାର ସୈନିକ ଆତଙ୍କବାଦୀ ଅପରେସନ ତାଲିମ ଦେବାକୁ ସେଠାରେ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କଲବଲ କରୁଛି ପ୍ରଦୂଷଣ: ଓ୍ୱାର୍କ ଫ୍ରମ୍ ହୋମ୍ ଲାଗୁ, ଆଫିସ୍ ଆସିବେ ୫୦% କର୍ମଚାରୀ
ବାୟରୁ ଗୁଣବତ୍ତା ୫୦୦ ପାର୍ କରିଛି। ଥଣ୍ଡା ଯେତିକି ବଢୁଛି ସେହି ହିସାବରେ ଦିଲ୍ଲୀର ବାୟୁ ବିଷାକ୍ତ ହୋଇ ଚାଲିଛି। ବିଷାକ୍ତ ବାୟୁ ଯୋଗୁ ଲେକଙ୍କ ସ୍ୱାସ୍ଥ୍ୟ ମଧ୍ୟ ଖରାପ ହେବାରେ ଲାଗିଛି।
National
ବିବାହ ଉତ୍ସବରେ ଟଙ୍କା ବର୍ଷା; ଜେସିବି ଓ ଛାତ ଉପରୁ ଉଡ଼ାଇଦେଲେ ୨୦ ଲକ୍ଷ
ବର ପକ୍ଷର ବନ୍ଧୁ ପରିଜନ ଛାତ ଉପରେ ତଥା ଏକ ଜେସିବି ଉପରେ ଚଢ଼ି ପ୍ରାୟ ୨୦ ଲକ୍ଷ ଟଙ୍କା ଉଡ଼ାଇଥିବା ଜଣାଯାଇଛି।
National
ମଦ ଭାବି ପିଇ ଦେଲେ ଟଏଲେଟ୍ କ୍ଲିନର୍, ଚାଲିଗଲା ଜୀବନ
କାଚ ବୋତଲରେ ରଖାଯାଇଥିବା ଟଏଲେଟ୍ କ୍ଲିନର୍କୁ ମଦ ଭାବି ଜଣେ ୬୭ ବର୍ଷୀୟ ବୃଦ୍ଧ ପିଇବା ପରେ ତାଙ୍କର ମୃତ୍ୟୁ ହୋଇଛି।
National
ଦୁଇ ଟ୍ରକ୍ ଓ ବସ୍ ମଧ୍ୟରେ ଦୁର୍ଘଟଣା; ଚାଲିଗଲା ୨ ଜୀବନ, ୨୦ ଗୁରୁତର
ଏକ ବସ୍ ଓ ଦୁଇଟି ଟ୍ରକ୍ ମଧ୍ୟରେ ଧକ୍କା ହେବାରୁ ଉଭୟ ଗାଡ଼ିର ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ପ୍ରାୟ ୨୦ ଜଣରୁ ଊର୍ଦ୍ଧ୍ୱ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।
National
ଭୋଟ୍ ଦେଉଛି ମହାରାଷ୍ଟ୍ର, ମୈଦାନରେ ୪,୧୩୬ ପ୍ରାର୍ଥୀ
ସେହିପରି ଝାଡ଼ଖଣ୍ଡରେ ଆଜି ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ମତଦାନ। ୮୧ ଆସନ ମଧ୍ୟରୁ ବାକି ୩୮ ଆସନ ପାଇଁ ଭୋଟ ଗ୍ରହଣ ହେବ।