ଆଫଗାନିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ, ୬ ମୃତ

କାବୁଲ: ଆଫଗାନିସ୍ତାନର ପରୱାନ ପ୍ରଦେଶରେ ମଙ୍ଗଳବାର ଏକ ଆତ୍ମଘାତୀ ବିସ୍ଫୋରଣରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଲୋକ ଆହତ ହୋଇଛନ୍ତି। ଆଜି ସକାଳେ ଏକ ହାଇସ୍କୁଲ୍ ନିକଟରେ ଏହି ବିସ୍ଫୋରଣ ହୋଇଥିଲା। ପରୱାନର ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆତ୍ମଘାତୀ ଜଣଙ୍କ ଏକ କାର୍‌ରେ ବିସ୍ଫୋରଣ କରିଥିଲା। ବିସ୍ଫୋରଣର ଶବ୍ଦ ବହୁ ଦୂର ପର୍ଯ୍ୟନ୍ତ ଶୁଣା ଯାଇଥିଲା। ବିସ୍ଫୋରଣ ପରେ ସୁରକ୍ଷାକର୍ମୀମାନେ ପୂରା ଅଞ୍ଚଳକୁ ଘେରି ଯାଇଥିଲେ। ତେବେ ଏହି ଘଟଣା […]

afghanistan

afghanistan

Rakesh Mallick
  • Published: Tuesday, 05 April 2016
  • Updated: 04 May 2017, 03:44 PM IST

Sports

Latest News

କାବୁଲ: ଆଫଗାନିସ୍ତାନର ପରୱାନ ପ୍ରଦେଶରେ ମଙ୍ଗଳବାର ଏକ ଆତ୍ମଘାତୀ ବିସ୍ଫୋରଣରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଲୋକ ଆହତ ହୋଇଛନ୍ତି। ଆଜି ସକାଳେ ଏକ ହାଇସ୍କୁଲ୍ ନିକଟରେ ଏହି ବିସ୍ଫୋରଣ ହୋଇଥିଲା।

ପରୱାନର ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆତ୍ମଘାତୀ ଜଣଙ୍କ ଏକ କାର୍‌ରେ ବିସ୍ଫୋରଣ କରିଥିଲା। ବିସ୍ଫୋରଣର ଶବ୍ଦ ବହୁ ଦୂର ପର୍ଯ୍ୟନ୍ତ ଶୁଣା ଯାଇଥିଲା। ବିସ୍ଫୋରଣ ପରେ ସୁରକ୍ଷାକର୍ମୀମାନେ ପୂରା ଅଞ୍ଚଳକୁ ଘେରି ଯାଇଥିଲେ। ତେବେ ଏହି ଘଟଣା ପାଇଁ କୌଣସି ଆତଙ୍କବାଦୀ ସଂଗଠନ ନିଜକୁ ଦାୟୀ କରି ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story