ନୂଆଦିଲ୍ଲୀ: ରାଜ୍ୟସଭାରେ ଆଜି ପୁଣି ଥରେ ଅଗଷ୍ଟା ୱେଷ୍ଟଲାଣ୍ଡ ପ୍ରସଙ୍ଗରେ ନେଇ ବିରୋଧୀ କଂଗ୍ରେସ ହଟ୍ଟଗୋଳ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ନିର୍ବାଚନୀ ମାମଲା କରି ଥିବାରୁ ରାଜ୍ୟସଭାରେ କ୍ଷମା ମାଗନ୍ତୁ ବୋଲି କଂଗ୍ରସ ସଦସ୍ୟମାନେ ଦାବି କରିଥିଲେ।
ସୂଚନାଯୋଗ୍ୟ, ତାମିଲନାଡୁରେ ଏକ ନିର୍ବାଚନ ରାଲିରେ ମୋଦି ଭିଭିଆଇପିଙ୍କ ଚପର ଡିଲ୍ ମାମଲା ଉଠାଇଥିଲେ।
ଆଜି ସଂସଦରେ ବିଜେପି ସାଂସଦ କିରୀଟ ସୋମୟା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ଜ୍ୱାଇଁ ରବର୍ଟ ଭାଦ୍ରାଙ୍କ ଲ୍ୟାଣ୍ଡ୍ ଡିଲ୍ ପ୍ରସଙ୍ଗ ଉଠାଇବେ। ଏ ନେଇ ସେ ଲୋକସଭାରେ ନୋଟିସ୍ ପ୍ରଦାନ କରିଛନ୍ତି। ଏହାସହ ବିକାନେର ଜମି କିଣାକୁ ନେଇ ମଧ୍ୟ ବିଜେପି କଂଗ୍ରେସକୁ ଘେରିବ ବୋଲି ଜଣାପଡିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଝୁଲି ପଡ଼ିଲେ ଏୟାର ଇଣ୍ଡିଆ ପାଇଲଟ
୨ ବର୍ଷ ତଳେ ସୃଷ୍ଟି ଓ ଆଦିତ୍ୟ ପରସ୍ପରକୁ ପ୍ରଥମଥର ଦିଲ୍ଲୀରେ ଦେଖା ହୋଇଥିଲେ। ଏହି ସମୟରେ ଉଭୟ ବ୍ୟବସାୟିକ ବିମାନ ପାଇଲଟର ଲାଇସେନ୍ସ ପାଇଁ ଟ୍ରେନିଂ ନେଉଥିଲେ। ପ୍ରଥମେ ବନ୍ଧୁତା ଓ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଥିଲା।
National
ପୁଣି ଡିଜିଟାଲ ଆରେଷ୍ଟ: ଏଥର ୫ ଲକ୍ଷ ହରାଇଲେ ପୂର୍ବତନ ସେନା ଅଧିକାରୀ
ଜଣେ ପୂର୍ବତନ ସେନା ଅଧିକାରୀ ସାଇବର ଠକଙ୍କ ଡିଜିଟାଲ ଆରେଷ୍ଟର ଶିକାର ହୋଇଛନ୍ତି। ଡିଜିଟାଲ ଆରେଷ୍ଟ କରି ସାଇବର ଠକମାନେ ତାଙ୍କ ଠାରୁ ୫ ଲକ୍ଷ ଟଙ୍କା ନେଇ ଯାଇଛନ୍ତି।
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।