ନୂଆଦିଲ୍ଲୀ: ମାର୍ଚ୍ଚ ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆଜି ଐତିହାସିକ ଉଡାଣ କରିବ ଏୟାର ଇଣ୍ଡିଆ ବିମାନ। କେବଳ ମହିଳା ପାଇଲଟ ଓ କ୍ରିଉଙ୍କୁ ନେଇ ଦିଲ୍ଲୀରୁ ସାନ୍ ଫ୍ରାନସିସ୍କୋ ଯାତ୍ରା କରିବ ଏହି ବିମାନ। ଏଥିରେ ୪ଜଣ ମହିଲା ପାଇଲଟଙ୍କ ସହ ୧୪ ଜଣ ମହିଳା କର୍ମଚାରୀ ରହିବେ।
ଏୟାର ଇଣ୍ଡିଆ ସିଏମ୍ଡି ଅଶ୍ୱିନୀ ଲୋହାନୀ କହିଛନ୍ତି, “ଏହି ବିମାନ ଉଡାଣ ନାରୀ ସଶକ୍ତିକରଣ ଦିଗରେ ଏକ ପଦକ୍ଷେପ। ମାର୍ଚ୍ଚ ୮ ତାରିଖ ମହିଳା ଦିବସରେ ଭାରତ ଭିତରେ ମହିଳା କ୍ରିଉଙ୍କୁ ନେଇ ୨୨ଟି ବିମାନ ଉଡିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।