ଭୁବନେଶ୍ୱର:ଆଜି ଜୁନ ୫ତାରିଖ, ବିଶ୍ୱ ପରିବେଶ ଦିବସ। ଏଥର ବିଶ୍ୱ ପରିବେଶ ଦିବସରେ ସ୍ଲୋଗାନ ରହିଛି '୭୦୦କୋଟି ସ୍ୱପ୍ନ, ଗୋଟିଏ ପୃଥିବୀ, ଯତ୍ନର ସହ ବିନିଯୋଗ କର'। ପୃଥିବୀରେ ପ୍ରାକୃତିକ ସମ୍ପଦର କିପରି ଯତ୍ନର ସହ ବିନିଯୋଗ ହୋଇପାରିବ ସେ ଦିଗରେ ସମସ୍ତେ ଯତ୍ନବାନ ହେବା ଦରକାର। ଦେଖିବାକୁ ମିଳୁଛି ଯେ ପୃଥିବୀ ଆମକୁ ଯେତିକି ପରିମାଣରେ ପ୍ରାକୃତିକ ସମ୍ପଦ ଦେଉଛି ତା’ଠାରୁ ଅଧିକ ପରିମାଣର ବ୍ୟବହାର କରାଯାଉଛି। ବର୍ତ୍ତମାନ ଯେପରି ଭାବରେ ଉତ୍ପାଦନ ଓ ବିନିଯୋଗ ଚାଲିଛି ଯଦି ଏପରି ଜାରି ରହେ ତେବେ ଭବିଷ୍ୟତରେ ଜୀବନ ନିର୍ବାହ ପାଇଁ ୩ଟି ପୃଥିବୀର ଆବଶ୍ୟକତା ପଡିବ। ତେଣୁ ଆମ ପାଖରେ ଥିବା ପ୍ରାକୃତିକ ସମ୍ପଦକୁ ଯତ୍ନର ସହ ବିନିଯୋଗ କରିବାକୁ ମାନବ ସମାଜକୁ ବିଶ୍ୱ ପରିବେଶ ଦିବସରେ ଆହ୍ୱାନ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେ. ସଞ୍ଜୟ ମୂର୍ତ୍ତୀ ନୂଆ ସିଏଜି ନିଯୁକ୍ତ
କେ. ସଞ୍ଜୟ ମୂର୍ତ୍ତୀଙ୍କୁ ନୂଆ କମ୍ପଟ୍ରୋଲର୍ ଏବଂ ଅଡିଟର ଜେନେରାଲ୍ (CAG) ଭାବରେ ନିଯୁକ୍ତ କରିଛନ୍ତି ଭାରତ ସରକାର। ଅଗଷ୍ଟ ୨୦୨୦ରୁ ସିଏଜି ଭାବେ କାର୍ଯ୍ୟ କରୁଥିବା ଗିରିଶ ଚନ୍ଦ୍ର ମୁର୍ମୁଙ୍କ କାର୍ଯ୍ୟକାଳ ଶେଷ ହେଉଛି।
National
କାରରେ ଯାଉଥିବା ବେଳେ ଅନୀଲ ଦେଶମୁଖଙ୍କୁ ପଥର ମାଡ଼, ମୁଣ୍ଡ ଫାଟିଲା
ପଥର ମାଡ଼ରେ ତାଙ୍କ ମୁଣ୍ଡ ଫାଟି ଯାଇଛି। ଏଥିପାଇଁ ତାଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
National
ଭାରତୀୟ ମତ୍ସ୍ୟଜୀବୀଙ୍କୁ ନେଇ ପଳାଉଥିଲା ପାକିସ୍ତାନ
ନୋ-ଫିଶିଂ ଜୋନରେ ମାଛ ଧରୁଥିବାବେଳେ ଧରିନେଉଥିଲା ପାକିସ୍ତାନ। ସମୁଦ୍ରରେ ପାକିସ୍ତାନୀ ଜାହାଜକୁ ଦୀର୍ଘ ଦୁଇ ଘଣ୍ଟା ପିଛା କରି ମତ୍ସ୍ୟଜୀବୀଙ୍କୁ ମୁକୁଳାଇଲା ଭାରତୀୟ କୋଷ୍ଟଗାର୍ଡ।
Politics
କ୍ଷମତାରେ ଥିବା ବେଳେ ୟୁପିଏ ଭୁଲ କରିଥିବା କଥା ସ୍ୱୀକାର କଲେ ରାହୁଲ ଗାନ୍ଧି
କ୍ଷମତାରେ ଥିବା ବେଳେ ୟୁପିଏ ଜାତିଗତ ଜନଗଣନା କରି ନଥିଲା। ୟୁପିଏ ପ୍ରଥମେ ଜାତିଗତ ଜନଗଣନା ପ୍ରସଙ୍ଗ ଉଠାଇଥିଲେ ହେଁ ଏହାକୁ କାର୍ଯ୍ୟକାରୀ ନ କରିବା ଭୁଲ ଥିଲା ବୋଲି କଂଗ୍ରେସ ସାଂସଦ ରାହୁଲ ଗାନ୍ଧି କହିଛନ୍ତି।
National
ପ୍ରବେଶ ନିଷେଧ: ମୁସଲିମ ବ୍ୟବସାୟୀମାନଙ୍କୁ ମେଳାରୁ ତଡ଼ି ଦେଲେ
ସ୍ୱଦେଶୀ ମେଳାକୁ ମୁସଲିମଙ୍କ ପ୍ରବେଶ ନିଷେଦ୍ଧ ବୋଲି ମଧ୍ୟ ଆୟୋଜନକମାନେ କହିଥିବା ଅଭିଯୋଗ ହୋଇଛି। ମୁସଲିମ ବ୍ୟବସାୟୀମାନେ ଷ୍ଟଲ ବୁକ କରିବା ସହ ଆବଶ୍ୟକ ଫି’ ଦେଇଥିଲେ।