ଜମ୍ମୁ-କାଶ୍ମୀର ଗସ୍ତରେ ମୋଦି

ନୂଆଦିଲ୍ଲୀ: ଜମ୍ମୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପୂର୍ବତନ ମନ୍ତ୍ରୀ ଗିରିଧାରୀ ଲାଲ ଡୋଗ୍ରାଙ୍କ ଜନ୍ମଶତବାର୍ଷିକୀ ଉତ୍ସବରେ ଯୋଗ ଦେଇଛନ୍ତି। ସ୍ୱର୍ଗତ ଗିରିଧାରୀ ଲାଲ ୨୭ ବର୍ଷ ଧରି ଜମ୍ମୁ କାଶ୍ମୀରର ଅର୍ଥ ମନ୍ତ୍ରୀ ଭାବେ କାମ କରିଥିଲେ। ପ୍ରଧାନମନ୍ତ୍ରୀ ଏହି ଅବସରରେ ରାଜ୍ୟ ପାଇଁ ୭୦ ହଜାର କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିପାରନ୍ତି। ପ୍ରଧାନମନ୍ତ୍ରୀ ଜମ୍ମୁରେ ଏମସ୍ ପ୍ରତିଷ୍ଠା ନେଇ ମଧ୍ୟ ଘୋଷଣା କରିବା ସମ୍ଭାବନା ରହିଛି।ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସମଗ୍ର ଅଞ୍ଚଳରେ ସୁରକ୍ଷା […]

modi

modi

Rakesh Mallick
  • Published: Friday, 17 July 2015
  • Updated: 17 July 2015, 06:40 AM IST

Sports

Latest News

ନୂଆଦିଲ୍ଲୀ: ଜମ୍ମୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପୂର୍ବତନ ମନ୍ତ୍ରୀ ଗିରିଧାରୀ ଲାଲ ଡୋଗ୍ରାଙ୍କ ଜନ୍ମଶତବାର୍ଷିକୀ ଉତ୍ସବରେ ଯୋଗ ଦେଇଛନ୍ତି। ସ୍ୱର୍ଗତ ଗିରିଧାରୀ ଲାଲ ୨୭ ବର୍ଷ ଧରି ଜମ୍ମୁ କାଶ୍ମୀରର ଅର୍ଥ ମନ୍ତ୍ରୀ ଭାବେ କାମ କରିଥିଲେ। ପ୍ରଧାନମନ୍ତ୍ରୀ ଏହି ଅବସରରେ ରାଜ୍ୟ ପାଇଁ ୭୦ ହଜାର କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିପାରନ୍ତି। ପ୍ରଧାନମନ୍ତ୍ରୀ ଜମ୍ମୁରେ ଏମସ୍ ପ୍ରତିଷ୍ଠା ନେଇ ମଧ୍ୟ ଘୋଷଣା କରିବା ସମ୍ଭାବନା ରହିଛି।ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସମଗ୍ର ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ସୀମାରେ ଗୁଳି ବିନିମୟକୁ ନେଇ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଦେଖାଦେଇଥିବାବେଳେ ପ୍ରଧାନମନ୍ତ୍ରୀ ଜମ୍ମୁ ଯାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story