ନୂଆଦିଲ୍ଲୀ: ଜମ୍ମୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପୂର୍ବତନ ମନ୍ତ୍ରୀ ଗିରିଧାରୀ ଲାଲ ଡୋଗ୍ରାଙ୍କ ଜନ୍ମଶତବାର୍ଷିକୀ ଉତ୍ସବରେ ଯୋଗ ଦେଇଛନ୍ତି। ସ୍ୱର୍ଗତ ଗିରିଧାରୀ ଲାଲ ୨୭ ବର୍ଷ ଧରି ଜମ୍ମୁ କାଶ୍ମୀରର ଅର୍ଥ ମନ୍ତ୍ରୀ ଭାବେ କାମ କରିଥିଲେ। ପ୍ରଧାନମନ୍ତ୍ରୀ ଏହି ଅବସରରେ ରାଜ୍ୟ ପାଇଁ ୭୦ ହଜାର କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିପାରନ୍ତି। ପ୍ରଧାନମନ୍ତ୍ରୀ ଜମ୍ମୁରେ ଏମସ୍ ପ୍ରତିଷ୍ଠା ନେଇ ମଧ୍ୟ ଘୋଷଣା କରିବା ସମ୍ଭାବନା ରହିଛି।ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସମଗ୍ର ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ସୀମାରେ ଗୁଳି ବିନିମୟକୁ ନେଇ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଦେଖାଦେଇଥିବାବେଳେ ପ୍ରଧାନମନ୍ତ୍ରୀ ଜମ୍ମୁ ଯାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Politics
ବିଜେପିର ରମେଶ ବିଧୁରୀଙ୍କୁ କାହିଁକି ଆଗୁଆ ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ?
ଆପର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ବିଜେପିକୁ କଟାକ୍ଷ କରିଛନ୍ତି। ସେ ବିଜେପିର ରମେଶ ବିଧୁରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।