ନୂଆଦିଲ୍ଲୀ: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କର ୨୫ତମ ପୂଣ୍ୟତିଥି। ଏହି ଅବସରରେ ରାଷ୍ଟ୍ରପତି ପ୍ରଣବ ମୁର୍ଖାଜୀ ଓ ଉପରାଷ୍ଟ୍ରପତି ହମିଦ୍ ଅନସାରୀ ବୀରଭୂମିରେ ପହଞ୍ଚି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି।
ସେହିଭଳି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୁଅ ରାହୁଲ ଗାନ୍ଧି, ଝିଅ ପ୍ରିୟଙ୍କା ଓ ଜ୍ୱାଇଁ ରବର୍ଟ ଭଦ୍ରାଙ୍କ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସହ ବହୁ ବରିଷ୍ଠ ନେତା ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କୁ ମନେ ରଖିବା ପାଇଁ କଂଗ୍ରେସ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।“ହମ୍ ମେ ହେ ରାଜୀବ” ଥୀମ ଉପରେ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ୨୫ତମ ପୂଣ୍ୟତିଥି ପାଳନ କରାଯିବ ବୋଲି ସ୍ଥିର କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଯାଞ୍ଚ ପାଇଁ ଯାଇଥିବା ଇଡି ଟିମ୍ ଉପରେ ଆକ୍ରମଣ, ଆସିଷ୍ଟାଣ୍ଟ ନିର୍ଦ୍ଦେଶକ ଆହତ
ପିପିପିଏଲ୍ ସାଇବର ଆପ୍ ଠକେଇ ମାମଲାର ଯାଞ୍ଚ ପାଇଁ ଇଡି ଟିମ୍ ପହଞ୍ଚିଥିଲା। ଏହି ସମୟରେ ସ୍ଥାନୀୟ ପୁଲିସ ମଧ୍ୟ ତାଙ୍କ ସହ ଥିଲା।
National
ଆଜି ବାତ୍ୟାର ରୂପ ନେବ ଫେଙ୍ଗଲ! ରେଡ୍ ଆଲର୍ଟ ଜାରି
ସତର୍କତା ଦୃଷ୍ଟିରୁ ଆଜି ପୁଡୁଚେରୀରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି।
National
ଲିଭ-ଇନ୍- ପାର୍ଟନରଙ୍କୁ ୫୦ ଖଣ୍ଡ କଲେ ଯୁବକ; ଧରା ପକାଇଦେଲା ବୁଲା କୁକୁର
ବିବାହ ପାଇଁ ଜିଦ୍ ଧରିବାରୁ ଦୁଷ୍କର୍ମ କରିବା ପରେ ତାଙ୍କୁ ମାରି ପ୍ରାୟ ୫୦ ଖଣ୍ଡ କରିଦେଲେ। ମାତ୍ର ବୁଲା କୁକୁରଙ୍କ ଯୋଗୁ ଧରା ପଡ଼ିଗଲେ ଅଭିଯୁକ୍ତ ଓ ଏବେ ପୁଲିସ୍ ତାଙ୍କୁ ବାନ୍ଧିଛି।
National
ଆଜି ଶପଥ ନେବେ ହେମନ୍ତ ସୋରେନ୍
ରାଜ୍ୟପାଳ ସନ୍ତୋଷ ଗଙ୍ଗଓ୍ୱାର ତାଙ୍କୁ ଆଜି ଅପରାହ୍ଣରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ।
National
ଶେଷ ହେବ ସସ୍ପେନ୍ସ! ଆଜି ଘୋଷଣା ହୋଇପାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ନାଁ
ଆଜି ଦିଲ୍ଲୀରେ ମହାୟୁତିର ବୈଠକ ବସୁଛି। ଏହି ବୈଠକ ପରେ ମୁଖ୍ୟମନ୍ତ୍ରୀ ନାଁ ଉପରେ ମୋହର ବାଜିପାରେ।