ଶ୍ରୀନଗର: ଦକ୍ଷିଣ କାଶ୍ମୀର ହିମାଳୟ ସ୍ଥିତ ଥିବା ପବିତ୍ର ଅମରନାଥ ଗୁମ୍ଫାକୁ ଚଳିତବର୍ଷ କମ୍ ଶ୍ରଦ୍ଧାଳୁ ଆସିଛନ୍ତି। ଏଥର ୨.୨୦ ଲକ୍ଷ ଶ୍ରଦ୍ଧାଳୁ ଅମରନାଥଙ୍କ ଦର୍ଶନ କରିଛନ୍ତି, ଯାହା ଗତବର୍ଷ ତୁଳନାରେ ୧.୩୧ ଲକ୍ଷ କମ୍।
ଆଜି ବାର୍ଷିକ ଅମରନାଥ ଯାତ୍ରା ଶେଷ ହେଉଛି ।
ଜଣେ ସରକାରୀ ମୁଖପାତ୍ରଙ୍କ କହିବା ଅନୁସାରେ, ଚଳିତବର୍ଷ ଅଗଷ୍ଟ ୧୬ ପର୍ଯ୍ୟନ୍ତ ୨,୨୦,୨୯୫ ଯାତ୍ରୀ ଗୁମ୍ଫା ଦର୍ଶନ କରିଥିବାବେଳେ ୨୦୧୫ ବର୍ଷରେ ପ୍ରାୟ ୩,୫୨,୭୭୧ ଶ୍ରଦ୍ଧାଳୁ ଦର୍ଶନ କରିଥିଲେ। ଗୁମ୍ଫା ଦର୍ଶନ କରିବାରେ ଚଳିତବର୍ଷ ୧.୩୧ ଲକ୍ଷ ଶ୍ରଦ୍ଧାଳୁଙ୍କ ହ୍ରାସ ହୋଇଛି।
ବର୍ଷ ୨୦୧୪ ତୁଳନାରେ ୨୦୧୬ରେ ୧.୫୨ ଲକ୍ଷ ଶ୍ରଦ୍ଧାଳୁ ସଂଖ୍ୟା ହ୍ରାସ ପାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।