ନୂଆଦିଲ୍ଲୀ: ବୁଧବାର ୭ ଦିନିଆ ବିଦେଶ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗସ୍ତର ପ୍ରଥମ ପର୍ଯ୍ୟାୟରେ ମୋଦି ଆଜି ଆୟର୍ଲାଣ୍ଡରେ ପହଞ୍ଚିଛନ୍ତି। ୬୦ବର୍ଷ ମଧ୍ୟରେ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ମୋଦି ଆୟରଲାଣ୍ଡ ଯାଇଛନ୍ତି। ସେ ଆୟରଲାଣ୍ଡ ସରକାରର ମୁଖ୍ୟ ଏଣ୍ଡା କେନିଙ୍କ ସହ ଦ୍ୱି-ପାକ୍ଷିକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ମୋଦି ଆସନ୍ତାକାଲି ଆୟରଲାଣ୍ଡରୁ ଆମେରିକା ଯିବେ। ଆମେରିକା ଗସ୍ତ ବେଳେ ମୋଦି ଜାତିସଂଘ ସାଧାରଣ ପରିଷଦର ବାର୍ଷିକ ଅଧିବେଶନରେ ଯୋଗ ଦେବେ। ଏଥିସହ ଆମେରିକା ରାଷ୍ଟ୍ରପତିଙ୍କ ଦ୍ୱାରା ଆୟୋଜିତ ଏକ ସମ୍ମିଳନୀରେ ଅଂଶଗ୍ରହଣ କରିବେ।ପରେ ପ୍ରଧାନମନ୍ତ୍ରୀ କାଲିଫର୍ଣ୍ଣିଆ ଯାଇ ସେଠାରେ ଭାରତ ଓ ଆମେରିକା ମଧ୍ୟରେ ବ୍ୟବସାୟ ବୃଦ୍ଧି ନେଇ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ସେହିପରି ମୋଦି ଫେସବୁକ୍ ଓ ଗୁଗୁଲର ମୁଖ୍ୟାଳୟ ଯିବା କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ହେବା ପରେ ମୋଦିଙ୍କ ଏହା ଦ୍ୱିତୀୟ ଆମେରିକା ଗସ୍ତ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।