ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠାରୁ ୮ ଦିନିଆ ବିଦେଶ ଗସ୍ତରେ ଯାଇଛନ୍ତି । ଏହି ଅବସରରେ ମୋଦି ଉଜବେକିସ୍ତାନ, କାଜାକସ୍ତାନ, ତୁର୍କମେନିସ୍ତାନ, କିର୍ଗିଜସ୍ତାନ, ତାଜିକସ୍ତାନ ଓ ୠଷିଆ ଗସ୍ତ କରିଛନ୍ତି । ୠଷିଆରେ ପ୍ରଧାନମନ୍ତ୍ରୀ ବ୍ରାଜିଲ, ଋଷିଆ, ଭାରତ, ଚୀନ ଓ ସାଉଥ ଆଫ୍ରିକାକୁ ନେଇ ଗଠିତ ବ୍ରିକ୍ସ ରାଷ୍ଟ୍ର ସମୂହ ସମ୍ମିଳନୀରେ ଯୋଗଦେବେ। ସେହିପରି ୠଷରେ ମୋଦି ସାଙ୍ଘାଇ କୋପରେସନ ଆର୍ଗାନାଇଜେସନ ବା ଏସସିଓ ସମ୍ମିଳନୀରେ ମଧ୍ୟ ଯୋଗଦେବେ। ୠଷିଆର ଉଫାଠାରେ ହେବାକୁ ଥିବା ଏହି ସମ୍ମିଳନୀରେ ମୋଦି ପାକ୍ ପ୍ରଧାନମନ୍ତ୍ରୀ ନୱାଜ ଶରିଫଙ୍କ ସହ ସାକ୍ଷାତ କରିବା ସମ୍ଭାବନା ରହିଛି। ସମସ୍ତ ୫ଟି କେନ୍ଦ୍ର ଏସୀୟ ଦେଶ ଗସ୍ତ କରିବାରେ ମୋଦି ହେଉଛନ୍ତି ପ୍ରଥମ ପ୍ରଧାନମନ୍ତ୍ରୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Viral
୩ୟ ଶ୍ରେଣୀ ଛାତ୍ରୀଙ୍କୁ ହୃଦଘାତ, ସ୍କୁଲରେ ଚାଲିଗଲା ଜୀବନ: ଭିଡିଓ ଭାଇରାଲ୍
ହାର୍ଟ ଆଟାକ ଯେ କେବଳ ପ୍ରାପ୍ତ ବୟସ୍କଙ୍କୁ ହୋଇଥାଏ, ତା’ହା ଭାବିବା ଭୁଲ। କାରଣ ଛୋଟ ପିଲା ମଧ୍ୟ ଏହାର ଶିକାର ହେବାରେ ଲାଗିଛନ୍ତି।
National
ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ତଳେ ଫସିଛନ୍ତି ବହୁ ଶ୍ରମିକ
ବର୍ତ୍ତମାନ ସୁଦ୍ଧା ୧୨ ଜଣଙ୍କୁ ଉଦ୍ଧାର କରାଯାଇଥିବା ପୁଲିସ ସୂଚନା ଦେଇଛି। ଘଟଣାସ୍ଥଳରେ ସ୍ଥାନୀୟ ପୁଲିସ ସମେତ ଏନଡିଆରଏଫ୍, ଏସଡିଆରଏଫ୍ ଓ ଦମକଳ ବାହିନୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି।
National
ଆସାମରେ ପଶିଲା HMPV, ୧୦ ମାସର ଶିଶୁ ସଂକ୍ରମିତ
ଆସାମରେ ଏଚଏମପିଭିରରେ କେହି ସଂକ୍ରମିତ ହେବା ଚଳିତ ଋତୁରେ ପ୍ରଥମ ଘଟଣା।
Crime
ଅଭିନବ ଠକେଇ: ସନ୍ତାନହୀନ ମହିଳାଙ୍କୁ ଗର୍ଭବତୀ କଲେ ୫ ଲକ୍ଷ ମିଳିବ କହି ଲୋକଙ୍କ କରୁଥିଲେ ଚଳୁ
ଦେଶର ଏକାଧିକ ରାଜ୍ୟରେ ଚାଲୁଥିଲା ଏହି ରାକେଟ୍। ଏମାନଙ୍କ ଜାଲରେ ଯିଏ ଫସିଲା, ତାକୁ ବିଭିନ୍ନ ପର୍ଯ୍ୟାୟରେ ରେଜିଷ୍ଟ୍ରେସନ ପାଇଁ ୫୦୦ରୁ ୨୦ହଜାର ଟଙ୍କା ଆଦାୟ କରାଯାଉଥିଲା।
National
ଘୃଣା ସୃଷ୍ଟିକାରୀ ବୟାନ ପାଇଁ ବିଜେପି ନେତାଙ୍କ ନାଁରେ ମାମଲା
ବିଜେପି ପକ୍ଷରୁ ଜର୍ଜଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲାକୁ ବିରୋଧ କରାଯାଇଛି। ଏହାକୁ କ୍ଷମତାସୀନ ଏଲଡିଏଫ ସରକାରଙ୍କର ଗୋଟିଏ ରାଜନୀତିକ ଷଡ଼ଯନ୍ତ୍ର ବୋଲି ଦଳ ପକ୍ଷରୁ କୁହାଯାଇଛି।