ନୂଆଦିଲ୍ଲୀ: ଦିଲ୍ଲୀର ଆକବର ରୋଡ୍ ନାମ ବଦଳାଇବା ନେଇ ଆଜି କେନ୍ଦ୍ରମନ୍ତ୍ରୀ ଭେଙ୍କେୟା ନାଇଡୁ କହିଛନ୍ତି, “ମୋଦି ସରକାର ଆକବର ରୋଡର ନାମ ବଦଳାଇବେ ନାହିଁ। ଏଥିପାଇଁ କୌଣସି ପ୍ରସ୍ତାବ ନାହିଁ।”
ନାଇଡୁ କହିଛନ୍ତି,“କେନ୍ଦ୍ର ସରକାର ଦିଲ୍ଲୀର ଏକ ଗୁରୁତ୍ୱପୂର୍ଣ୍ଣ ରୋଡ୍ର ନାମ ମହାରଣାଙ୍କ ନାଁରେ ରଖିବେ,କିନ୍ତୁ ଆକବର ରୋଡ୍ର ନାମ ବଦଳାଇବା ନେଇ କୌଣସି ପ୍ରସ୍ତାବ ନାହିଁ।”
ସେ ଆହୁରି ମଧ୍ୟ କହିଛନ୍ତି, “ଦିଲ୍ଲୀରେ ରୋଡର ନାମ ବଦଳାଇବା ଆମର ପ୍ରାଥମିକତା ନୁହେଁ। ମହାରାଣା ପ୍ରତାପ ଆମ ଦେଶର ବାହଦୂର ପୁଅ ଥିଲେ। ତାଙ୍କରି ସାହସକିତା ବିଷୟରେ ଦେଶର ଲୋକ ଜାଣିବା ଦରକାର।”
ସେ କହିଛନ୍ତି,“କେନ୍ଦ୍ରମନ୍ତ୍ରୀ ବି.କେ ସିଂହ ଆକବର ରୋଡ୍ର ନାମ ବଦଳାଇ ମହାରାଣା ପ୍ରତାପ ରୋଡ୍ ରଖିବା ପାଇଁ କହିଥିଲେ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୋଦିଙ୍କୁ ହତ୍ୟା ପାଇଁ ଚାଲିଛି ଷଡ଼ଯନ୍ତ୍ର, ପୁଲିସ ପାଖକୁ ଆସିଲା କଲ୍
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର କରାଯାଉଛି ବୋଲି ଫୋନ୍ କରିଥିବା ବ୍ୟକ୍ତି ଦାବି କରିଛନ୍ତି।
National
ଯାଞ୍ଚ ପାଇଁ ଯାଇଥିବା ଇଡି ଟିମ୍ ଉପରେ ଆକ୍ରମଣ, ଆସିଷ୍ଟାଣ୍ଟ ନିର୍ଦ୍ଦେଶକ ଆହତ
ପିପିପିଏଲ୍ ସାଇବର ଆପ୍ ଠକେଇ ମାମଲାର ଯାଞ୍ଚ ପାଇଁ ଇଡି ଟିମ୍ ପହଞ୍ଚିଥିଲା। ଏହି ସମୟରେ ସ୍ଥାନୀୟ ପୁଲିସ ମଧ୍ୟ ତାଙ୍କ ସହ ଥିଲା।
National
ଆଜି ବାତ୍ୟାର ରୂପ ନେବ ଫେଙ୍ଗଲ! ରେଡ୍ ଆଲର୍ଟ ଜାରି
ସତର୍କତା ଦୃଷ୍ଟିରୁ ଆଜି ପୁଡୁଚେରୀରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି।
National
ଲିଭ-ଇନ୍- ପାର୍ଟନରଙ୍କୁ ୫୦ ଖଣ୍ଡ କଲେ ଯୁବକ; ଧରା ପକାଇଦେଲା ବୁଲା କୁକୁର
ବିବାହ ପାଇଁ ଜିଦ୍ ଧରିବାରୁ ଦୁଷ୍କର୍ମ କରିବା ପରେ ତାଙ୍କୁ ମାରି ପ୍ରାୟ ୫୦ ଖଣ୍ଡ କରିଦେଲେ। ମାତ୍ର ବୁଲା କୁକୁରଙ୍କ ଯୋଗୁ ଧରା ପଡ଼ିଗଲେ ଅଭିଯୁକ୍ତ ଓ ଏବେ ପୁଲିସ୍ ତାଙ୍କୁ ବାନ୍ଧିଛି।
National
ଆଜି ଶପଥ ନେବେ ହେମନ୍ତ ସୋରେନ୍
ରାଜ୍ୟପାଳ ସନ୍ତୋଷ ଗଙ୍ଗଓ୍ୱାର ତାଙ୍କୁ ଆଜି ଅପରାହ୍ଣରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ।