ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କ୍ରେଜିୱାଲ ଆଜି ମହାରାଷ୍ଟ୍ରର ପୂର୍ବତନ ରାଜସ୍ୱ ମନ୍ତ୍ରୀ ଏକନାଥ ଖଡସେଙ୍କ ଉପରେ ଦେଶଦ୍ରୋହ ଆରୋପ ଲଗାଇଛନ୍ତି। ସେ କହିଛନ୍ତି, “ଏକନାଥ ଖଡସେଙ୍କ ଅଣ୍ଡର ୱାଲର୍ଡ ଡନ୍ ଦାଉଦ୍ ଇବ୍ରାହିମ ସହ ସମ୍ପର୍କ ରଖଇଛନ୍ତି ଓ ତାଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଅନ୍ୟପକ୍ଷରେ ଦେଶଦ୍ରୋହ ଅଭିଯୋଗରେ ଜେଲ୍ରେ ଥିବା ପାଟିଦାର ନେତା ହାର୍ଦ୍ଦିକ ପଟେଲଙ୍କୁ କେଜ୍ରିୱାଲ ସମର୍ଥନ କରିଛନ୍ତି।”
ସେ କହିଛନ୍ତି, “ହାର୍ଦ୍ଦିକ ପଟେଲଙ୍କ ଉପରେ ଦେଶଦ୍ରୋହ ଆରୋପ ଲଗାଯାଇଛି। ମାତ୍ର ସେ କିଛି ଦେଶ ବିରୋଧୀ କାମ କରି ନାହାନ୍ତି।”
ଆମ ଆଦମୀ ପାର୍ଟିର ଏପରି ଅଭିଯୋଗକୁ ଖଡସେ ଓ ମୁମ୍ବାଇ ପୋଲିସ୍ ଖଣ୍ଡନ କରିଛି। ହେଲେ ମୁମ୍ବାଇ ପୋଲିସ୍ ଖଡ଼ସେଙ୍କୁ କ୍ଲିନଚିଟ୍ ଦେଇସାରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିବାହ ବିଷୟରେ ଜାଣିଦେବା ଡରରେ ପ୍ରେମିକାକୁ ମାରି ୫୦ ଖଣ୍ଡ କଲା ପ୍ରେମିକ
ପ୍ରେମିକା ସହ ଲିଭ୍-ଇନରେ ରହି ଝାଡ଼ଖଣ୍ଡରେ ଅନ୍ୟ ମହିଳାଙ୍କୁ ଲୁଚି ଲୁଚି କରିଥିଲା ବିବାହ। ଧରାପଡ଼ିଯିବା ଭୟରେ ପ୍ରେମିକାକୁ ହତ୍ୟା କରି ୫୦ ଖଣ୍ଡ କରିଦେଲା ନରହନ୍ତା ପ୍ରେମିକ।
National
NIA ପଞ୍ଝାରେ ରାୱଣ୍ଡାରେ ଗିରଫ ହୋଇଥିବା କୁଖ୍ୟାତ ଲସ୍କର ଆତଙ୍କବାଦୀ
ରାୱଣ୍ଡା ତଦନ୍ତକାରୀ ବ୍ୟୁରୋ(ଆରଆଇବି), ଇଣ୍ଟରପୋଲ ଓ ନ୍ୟାଶନାଲ ସେଣ୍ଟ୍ରାଲ ବ୍ୟୁରୋ(ଏନସିବି)ର ମିଳିତ ଉଦ୍ୟମରେ ସଲମାନକୁ ଗତକାଲି ରାୱଣ୍ଡାର ରାଜଧାନୀ କିଗାଲିକୁ ଗିରଫ କରାଯାଇଥିଲା।
National
ବଦଳିଲା ମମତାଙ୍କ ସ୍ୱର: କହିଲେ- ଆମେ କେନ୍ଦ୍ର ସହ ଅଛୁ
ସବୁ ପ୍ରସଙ୍ଗରେ କେନ୍ଦ୍ରରେ କ୍ଷମତାସୀନ ବିଜେପି ସରକାରଙ୍କୁ ଟାର୍ଗେଟ କରୁଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସ୍ୱର ହଠାତ ବଦଳିଛି।
National
ମୁଖ୍ୟମନ୍ତ୍ରୀ ପଦ ବଦଳରେ ଏକନାଥଙ୍କୁ ମିଳିବ ତିନୋଟି ମନ୍ତ୍ରଣାଳୟ!
ମିଳିଥିବା ସୂତ୍ରରୁ ସୂଚନା ଅନୁସାରେ ଏକନାଥ ସିନ୍ଦେଙ୍କୁ ନଗର ଉନ୍ନୟନ ମନ୍ତ୍ରଣାଳୟ, ଜନସମ୍ପର୍କ ମନ୍ତ୍ରଣାଳୟ ଏବଂ ଜଳ ସମ୍ପଦ ମନ୍ତ୍ରଣାଳୟ ଦେଇପାରନ୍ତି କେନ୍ଦ୍ର ସରକାର।
National
ରାଜଧାନୀରେ ଭୟଙ୍କର ବିସ୍ଫୋରଣ, PVR ସିନେମା ନିକଟରେ ବ୍ଲାଷ୍ଟ
ଲୋକେ ଭୟଭୀତ ହୋଇ ପଡିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି।