ଜମ୍ମୁ: ଜୁଲାଇ ୨ରେ ଆରମ୍ଭ ହେବାକୁ ଥିବା ଅମରନାଥ ଯାତ୍ରାକୁ ଭଣ୍ଡୁର କରିବା ପାଇଁ ପାକିସ୍ତାନ ସମେତ ଦେଶ ବିରୋଧୀ ଗୋଷ୍ଠୀ ଓ ଆତଙ୍କବାଦୀମାନେ ଯୋଜନା କରୁଥିବା ଜମ୍ମୁ-କାଶ୍ମୀର ଉପମୁଖ୍ୟମନ୍ତ୍ରୀ ନିର୍ମଳ ସିଂ ଅଭିଯୋଗ କରିଛନ୍ତି। ଜମ୍ମୁ ସହରରେ ଥିବା ଦୁଇଟି ମନ୍ଦିରକୁ ଅପବିତ୍ର କରାଯିବା ପଛର ଉଦ୍ଦେଶ୍ୟ ହେଉଛି ସ୍ଥିତି ଖରାପ କରିବା। ଏଥିପାଇଁ ଲୋକେ ସତର୍କ ରହିବା ଆବଶ୍ୟକ।
ସିଂ କହିଛନ୍ତି, “ପାକିସ୍ତାନ, ରାଷ୍ଟ୍ର ବିରୋଧୀ ତତ୍ତ୍ୱ ଓ ଆତଙ୍କବାଦୀମାନେ କେବେ ବି ଚାହିଁବେ ନାହିଁ ଅମରନାଥ ଯାତ୍ରା ସୁରୁଖୁରୁରେ ହେଉ। ସେମାନେ ନିଶ୍ଚିତ ଭାବେ ଯାତ୍ରାରେ ବାଧା ସୃଷ୍ଟି କରିବାକୁ ପ୍ରୟାସ କରିବେ। ହେଲେ ଆମେ ସବୁ ପ୍ରକାର ପରିସ୍ଥିତିର ମୁକାବିଲା କରିବାକୁ ପ୍ରସ୍ତୁତ ଅଛୁ। ସେନା ଓ ଅନ୍ୟ ଏଜେନ୍ସିଙ୍କୁ ହାଇ ଆର୍ଲଟ କରି ଦିଆଯାଇଛି।
ଜମ୍ମୁ କ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ଆୟୋଜିତ ଉଚ୍ଚସ୍ତରୀୟ ବୈଠକ ପରେ ସିଂ ଗଣମାଧ୍ୟମକୁ ଏ ନେଇ ସୂଚନା ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଗଣଦୁଷ୍କର୍ମ ପରେ ନର୍ସଙ୍କ ଗୁପ୍ତାଙ୍ଗରେ ଲଙ୍କା ଗୁଣ୍ତ ଓ ବାଡ଼ି ଭର୍ତ୍ତି କରିଦେଲେ!
ନର୍ସଙ୍କ ଗୁପ୍ତାଙ୍ଗରେ ସେମାନେ ଲଙ୍କା ଗୁଣ୍ଡ ଓ ବାଡ଼ି ପୂରାଇ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି।
Politics
ମହାରାଷ୍ଟ୍ର ବିପର୍ଯ୍ୟୟ ପାଇଁ କଂଗ୍ରେସକୁ ଦାୟୀ କଲା ଟିମ ଠାକରେ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିରୋଧୀ ମେଣ୍ଟ ଏମଭିଏର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ କଂଗ୍ରେସକୁ ଦାୟୀ କରିଛି ଟିମ ଠାକରେ।
Politics
ମୁଖ୍ୟମନ୍ତ୍ରୀ ପଦ ସହ ଅଧା କ୍ୟାବିନେଟ ନିଜ ପାଖରେ ରଖିବ ବିଜେପି, ସିନ୍ଦେ ସେନାକୁ ମିଳିବ...
ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସଂଖ୍ୟା ସର୍ବାଧିକ ୪୩ ହୋଇପାରିବ। ଏହା ମଧ୍ୟରୁ ଅଧା ବିଭାଗ ବିଜେପି ନିଜ ପାଖରେ ରଖିବ ବୋଲି କୁହାଯାଉଛି।
Politics
ଝାଡ଼ଖଣ୍ଡରେ ନୂଆ ସରକାର, ଶପଥ ନେଲେ ହେମନ୍ତ ସୋରେନ
ଝାଡଖଣ୍ଡର ୧୪ଶ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ହେମନ୍ତ ସୋରେନ। ଶକ୍ତି ପ୍ରଦର୍ଶନ କଲା ଇଣ୍ଡିଆ ମେଣ୍ଟ।
Crime
ପ୍ରେମିକାକୁ ମାରି ୫୦ ଖଣ୍ଡ କଲା ପ୍ରେମିକ
ପ୍ରେମିକା ସହ ଲିଭ୍-ଇନରେ ରହି ଝାଡ଼ଖଣ୍ଡରେ ଅନ୍ୟ ମହିଳାଙ୍କୁ ଲୁଚି ଲୁଚି କରିଥିଲା ବିବାହ। ଧରାପଡ଼ିଯିବା ଭୟରେ ପ୍ରେମିକାକୁ ହତ୍ୟା କରି ୫୦ ଖଣ୍ଡ କରିଦେଲା ନରହନ୍ତା ପ୍ରେମିକ।