ୱାଶିଂଟନ: ବେଆଇନ ଭାବେ ଆମେରିକାରେ ପ୍ରବେଶ କରିବାକୁ ଉଦ୍ୟମ କରୁଥିବା ଅଭିଯୋଗରେ ୬୮ ଜଣ ଭାରତୀୟଙ୍କୁ ଗିରଫ କରାଯାଇଛି। ଗିରଫ ଲୋକଙ୍କ ମଧ୍ୟରୁ ଅଧାରୁ ଅଧିକ ହେଉଛନ୍ତି ପଂଜାବର। ନର୍ଥ ଆମେରିକାନ୍ ପଂଜାବୀ ଆସୋସିଏସନ୍ ନିର୍ଦ୍ଦେଶକ ସତନାମ ସିଂହ ଏହି ସୂଚନା ଦେଇଛନ୍ତି। ଆମେରିକାର ଇମିଗ୍ରେସନ୍ ଏଣ୍ଡ୍ କଷ୍ଟମ୍ ଏନଫୋର୍ସମେଣ୍ଟ୍ ଡିପାର୍ଟମେଣ୍ଟର ମୁଖ୍ୟପାତ୍ର ମଧ୍ୟ ଏହାକୁ ସ୍ୱୀକାର କରିଛନ୍ତି। ସେ କହିଛନ୍ତି, ଗତ ଏକ ମାସ ମଧ୍ୟରେ ଭିନ୍ନ ଭିନ୍ନ ଦିନରେ ଏହି ୬୮ ଜଣ ଭାରତୀୟଙ୍କୁ ଗିରଫ କରାଯାଇଛି। ଏ ସମସ୍ତଙ୍କୁ ଅଟକ ରଖାଯାଇଛି। ଆମେରିକାର ଆଇନ ଅନୁଯାୟୀ ଏଭଳି ଲୋକମାନଙ୍କୁ ମୁକୁଳାଇବାକୁ ମାସେରୁ ଅଧିକ ସମୟ ଲାଗି ଯାଏ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।