ନୂଆଦିଲ୍ଲୀ: ଆମେରିକାର ପାଉଲ ଆର ମିଲଗ୍ରମ୍ ଏବଂ ରବୋର୍ଟ ବି ଓ୍ୱିଲଶନଙ୍କୁ ଅର୍ଥନୀତିରେ ନୋବାଲେ ପୁରସ୍କାର ମିଳିଛି। ସୋମବାର ଏହି ଦୁଇ ଆମେରିକୀୟଙ୍କୁ ପୁରସ୍କାର ଘୋଷଣା କରାଯାଇଛି। ଇମ୍ପ୍ରୋଭମେଣ୍ଟସ ଟୁ ଅକ୍ସସନ ଥିଓରୀ ଏବଂ ଇନଭେନସନ ଅଫ୍ ନ୍ୟୁ ଅକ୍ସନ ଫର୍ମାଟ୍ ପାଇଁ ଏହି ଦୁଇ ଆମେରିକୀୟଙ୍କୁ ଅର୍ଥନୀତିରେ ନୋବେଲେ ପୁରସ୍କାର ମିଳିଛି।
ଗତ ବର୍ଷ ମାସାଚୁସେଟ୍ସ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିର ଦୁଇଜଣ ଗବେଷକ ଏବଂ ତୃତୀୟ ଜଣ ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରୁ ପୁରସ୍କାର ଅର୍ଥନୀତିରେ ନୋବେଲେ ପାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆସାମରେ ପଶିଲା HMPV, ୧୦ ମାସର ଶିଶୁ ସଂକ୍ରମିତ
ଆସାମରେ ଏଚଏମପିଭିରରେ କେହି ସଂକ୍ରମିତ ହେବା ଚଳିତ ଋତୁରେ ପ୍ରଥମ ଘଟଣା।
National
ଘୃଣା ସୃଷ୍ଟିକାରୀ ବୟାନ ପାଇଁ ବିଜେପି ନେତାଙ୍କ ନାଁରେ ମାମଲା
ବିଜେପି ପକ୍ଷରୁ ଜର୍ଜଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲାକୁ ବିରୋଧ କରାଯାଇଛି। ଏହାକୁ କ୍ଷମତାସୀନ ଏଲଡିଏଫ ସରକାରଙ୍କର ଗୋଟିଏ ରାଜନୀତିକ ଷଡ଼ଯନ୍ତ୍ର ବୋଲି ଦଳ ପକ୍ଷରୁ କୁହାଯାଇଛି।
Politics
୨୦୨୬ କୋଟି କ୍ଷତି ସହିଛି ଦିଲ୍ଲୀ: ବିଜେପି ଟାର୍ଗେଟରେ ଆପ୍
ଲିକ୍ ହୋଇଥିବା ସିଏଜି ରିପୋର୍ଟକୁ ଆଧାର କରି ବିଜେପି କହିଛି ଯେ ଦିଲ୍ଲୀର କ୍ଷମତାସୀନ ଆପ୍ ଅବକାରୀ ନୀତି ଲାଗୁ କରିଛି। ଏଥିଯୋଗୁ ରାଜ୍ୟବାସୀ ୨୦୨୬ କୋଟି ଟଙ୍କାର କ୍ଷତି ସହିଛନ୍ତି।
National
ସାଙ୍ଘାତିକ ଅଭିଯୋଗ: ୫ ବର୍ଷ ଯାଏ ୬୪ ଜଣ ମୋର ଯୌନ ଶୋଷଣ କରିଛନ୍ତି
ଏହି ମାମଲାରେ ପୁଲିସ ଏଯାଏ ୧୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି।
National
ରାଜ୍ୟପାଳ ଲାଟ୍ ସାହେବ ପଦ ନୁହେଁ: ରଘୁବର
ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ପରେ ଗତକାଲି ବିଧିବଦ୍ଧ ଭାବେ ରଘୁବର ଦାସ ପୁଣି ବିଜେପିରେ ସାମିଲ ହୋଇଛନ୍ତି।