ଅମିତ ଶାହଙ୍କୁ ସ୍ୱାଇନ୍‌ ଫ୍ଲୁ, ଏମ୍‌ସରେ ଭର୍ତ୍ତି

ନୂଆଦିଲ୍ଲୀ: ସ୍ୱାଇନ୍‌ ଫ୍ଲୁ ପରି ଘାତକ ଭୂତାଣୁରେ ଆକ୍ରାନ୍ତ ହୋଇଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ। ତାଙ୍କୁ ଚିକିତ୍ସା ପାଇଁ ଦିଲ୍ଲୀ ସ୍ଥିତ ଏମ୍‌ସ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଏମ୍‌ସର ବରିଷ୍ଠ ଡାକ୍ତର ରଣଦୀପ ଗୁଲେରିଆଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା ଜାରି ରହିଛି। ଏ ସମ୍ପର୍କରେ ଅମିତ ଶାହ ନିଜେ ଟ୍ୱିଟ୍‌ ଯୋଗେ ସମସ୍ତଙ୍କୁ ନିଜର ଅସୁସ୍ଥତା ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି,“ମୋତେ ସ୍ୱାଇନ୍‌ ଫ୍ଲୁ ହୋଇଛି। ଯାହାର ଚିକିତ୍ସା ଏବେ ଚାଲିଛି। ଈଶ୍ୱରଙ୍କ […]

dd

dd

Hemant Lenka
  • Published: Wednesday, 16 January 2019
  • Updated: 16 January 2019, 10:29 PM IST

Sports

Latest News

ନୂଆଦିଲ୍ଲୀ: ସ୍ୱାଇନ୍‌ ଫ୍ଲୁ ପରି ଘାତକ ଭୂତାଣୁରେ ଆକ୍ରାନ୍ତ ହୋଇଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ। ତାଙ୍କୁ ଚିକିତ୍ସା ପାଇଁ ଦିଲ୍ଲୀ ସ୍ଥିତ ଏମ୍‌ସ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଏମ୍‌ସର ବରିଷ୍ଠ ଡାକ୍ତର ରଣଦୀପ ଗୁଲେରିଆଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା ଜାରି ରହିଛି। ଏ ସମ୍ପର୍କରେ ଅମିତ ଶାହ ନିଜେ ଟ୍ୱିଟ୍‌ ଯୋଗେ ସମସ୍ତଙ୍କୁ ନିଜର ଅସୁସ୍ଥତା ସମ୍ପର୍କରେ ସୂଚନା ଦେଇଛନ୍ତି।

ସେ କହିଛନ୍ତି,“ମୋତେ ସ୍ୱାଇନ୍‌ ଫ୍ଲୁ ହୋଇଛି। ଯାହାର ଚିକିତ୍ସା ଏବେ ଚାଲିଛି। ଈଶ୍ୱରଙ୍କ କୃପା ଓ ଆପଣମାନଙ୍କ ଆର୍ଶୀବାଦରେ ମୁଁ ଶୀଘ୍ର ସୁସ୍ଥ ହୋଇଯିବି।”

ଖବର ଅନୁଯାୟୀ, ଶ୍ରୀ ଶାହଙ୍କୁ ଏମ୍‌ସର ୩୦୧ ୱାର୍ଡରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ସେଠାରେ ସ୍ୱତନ୍ତ୍ର ଭାବେ ଚିକିତ୍ସା ଯୋଗାଇ ଦିଆଯାଉଛି।

ଆଜି ଶ୍ରୀ ଶାହ ପ୍ରଥମେ ଛାତି ଯନ୍ତ୍ରଣା ଅନୁଭବ କରିଥିଲେ। ଏହାପରେ ତାଙ୍କୁ ରାତି ପ୍ରାୟ ୯ଟା ବେଳେ ଏମ୍‌ସକୁ ନିଆଯାଇଥିଲା।

ଚଳିତ ବର୍ଷ ସ୍ୱାଇନ୍‌ ଫ୍ଲୁ ରାଜସ୍ଥାନରେ ଦେଖାଯାଇଥିଲା। ଇତି ମଧ୍ୟରେ ସ୍ୱାଇନ୍‌ ଫ୍ଲୁ ଯୋଗୁ ରାଜସ୍ଥାନରେ ୩୯ ଜଣଙ୍କ ମୃତ୍ୟୁ ହୋଇଥିବା ଖବର ରହିଛି। ସେହିପରି ଏବେ ବି ୫୧ ଜଣ ରୋଗୀ ଏହି ଭୂତାଣୁରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି।
ଆସନ୍ତା ୧୮ରେ ଅମିତ ଶାହଙ୍କ କଟକ ଗସ୍ତ କାର୍ଯ୍ୟକ୍ରମ ଥିଲା। ଅସୁସ୍ଥତା ଯୋଗୁ ତାଙ୍କ ଓଡ଼ିଶା ଗସ୍ତ ବାତିଲ୍ ହୋଇଛି। ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ଉପସଭାପତି ସମୀର ମହାନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story