ନୂଆଦିଲ୍ଲୀ: କରୋନା ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିଛନ୍ତି। ଏହି ଅବସରରେ ଦେଶର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଧ୍ୟ ଉପସ୍ଥିତ ଥିଲେ। ଶାହ ମୁଖ୍ୟମନ୍ତ୍ରୀଙ୍କ ସହ କରୋନା ପ୍ରସଙ୍ଗରେ ଆଲୋଚନା କରିବା ବେଳେ ମୁଖ୍ୟମନ୍ତ୍ରୀ ମାନଙ୍କୁ ତିନୋଟି ଟାର୍ଗେଟ୍ ପୂରଣ କରିବାକୁ କହିଛନ୍ତି।
ସେ କହିଛନ୍ତି, ସମସ୍ତ ମୁଖ୍ୟମନ୍ତ୍ରୀ ପ୍ରଥମେ କରୋନା ମୃତ୍ୟୁ ହାରକୁ ଏକ ପ୍ରତିଶତରୁ କମ୍ କରିବାକୁ ଚେଷ୍ଟା କରିବା ଉଚିତ। ଦ୍ୱିତୀୟରେ ସଂକ୍ରମିତ ହେଉଥିବା ମାମଲାକୁ ପାଞ୍ଚ ପ୍ରତିଶତରୁ ଅଧିକ ନହେବା ଦରକାର ବୋଲି ସେ ଆହ୍ୱାନ କରିଛନ୍ତି। ତୃତୀୟ ଟାର୍ଗେଟ୍ ହେଲା କଣ୍ଟେନମେଣ୍ଟ ଜୋନ କିଭଳି ସକ୍ରିୟ ହୋଇପାରିବ।
ଯଥାଶୀଘ୍ର ରାଜ୍ୟ ସରକାର ଏ ଦିଗରେ କାମ କରିବା ଦରକାର ବୋଲି ଶାହ କହିଛନ୍ତି। ଏହାବାଦ୍ ସେ କହିଛନ୍ତି ଯେ କରୋନା ଦାୟିତ୍ୱରେ ଥିବା ଅଧିକାରୀ ପ୍ରତି ସପ୍ତାହରେ ରେଡ୍ ଜୋନ୍ ପରିଦର୍ଶନ କରିବା ସହ ସଂଗୃହିତ ତଥ୍ୟକୁ ଆଧାର କରି ଏକ ନିର୍ଦ୍ଦିଷ୍ଟ ଅଞ୍ଚଳର ସ୍ଥିତି ପରିବର୍ତ୍ତନ କରିବା ଦରକାର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...