ନୂଆଦିଲ୍ଲୀ: ମହାରାଷ୍ଟ୍ର ବିଧାନସଭାରେ ବିଜେପି-ଶିବସେନାର ବିଜୟ ପାଇଁ ଅଭିନନ୍ଦନ ଜଣାଇବା ସହ ପୁଣିଥରେ ସୁଯୋଗ ଦେଇଥିବାରୁ ହରିଆଣାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ସେ ମହାରାଷ୍ଟ୍ରର ବିଜୟ ବାବଦରେ କହିଛନ୍ତି, “ବିଜେପି-ଶିବସେନା ମେଣ୍ଟ ଉପରେ ବିଶ୍ୱାସ ପ୍ରକଟ କରିଥିବାରୁ ମହାରାଷ୍ଟ୍ର ଜନତାଙ୍କୁ କୋଟି କୋଟି ଅଭିନନ୍ଦନ। ମୋଦିଙ୍କ ନେତୃତ୍ୱରେ ମହାରାଷ୍ଟ୍ର ସରକାର ନିରନ୍ତର ରାଜ୍ୟର ପ୍ରଗତି ଏବଂ ଜନତାଙ୍କ ସେବା ଦିଗରେ ସମର୍ପିତ ହୋଇ କାମ କରିବ। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ୍ ଏବଂ ଚନ୍ଦ୍ରକାନ୍ତ ପାଟିଲଙ୍କ ସମେତ ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଅଭିନନ୍ଦନ।”
ସେ ଅନ୍ୟ ଏକ ଟ୍ୱିଟ୍ରେ କହିଛନ୍ତି, “ଗତ ୫ ବର୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ ନେତୃତ୍ୱରେ ଖଟ୍ଟର ସରକାର ହରିଆଣାର ଜନତାଙ୍କ ପାଇଁ ଯଥାସମ୍ଭବ ପ୍ରୟାସ କରିଛନ୍ତି। ବିଜେପିକୁ ସଂଖ୍ୟଗରିଷ୍ଠ ଦଳ ଭାବେ ବାଛି ପୁଣିଥରେ ସେବା କରିବାକୁ ସୁଯୋଗ ଦେଇଥିବାରୁ ଜନତାଙ୍କୁ ଅଭିନନ୍ଦନ ଜଣାଉଛି। ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର ଏବଂ ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଶୁଭେଚ୍ଛା।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...
National
ସଂସଦ ନିକଟରେ ନିଜକୁ ଜାଳି ଦେଲେ, ମିଳିଲା ଅଧା ପୋଡ଼ା ଚିଠି
ଘଟଣା ସ୍ଥଳରୁ ପୁଲିସ୍ ଦୁଇ ପୃଷ୍ଠାର ଅଧା ଲେଖା ଚିଠି ଠାବ କରିଛି। କିନ୍ତୁ ଏଥିରେ ଥିବା ବିଷୟବସ୍ତୁ ସମ୍ପର୍କରେ ଜଣାପଡ଼ି ନାହିଁ।
National
ଲିଫ୍ଟ ଦେଉଥିଲା, ଜୀବନ ନେଉଥିଲା: ୧୧ ଜଣଙ୍କୁ ମାରିବା ପରେ ଧରାପଡ଼ିଲା
ଜଣେ ମୃତକଙ୍କ ପୀଠରେ ଅଭିଯୁକ୍ତ ଜଣକ ପିଠିରେ ଧୋକା ବାଜ ବୋଲି ଲେଖିଥିଲା। ପୀଡ଼ିତ ଜଣଙ୍କ ପୂର୍ବତନ ସେନା କର୍ମଚାରୀ। ସେ ଗୋଟିଏ ଘରୋଇ ଫ୍ୟାକ୍ଟ୍ରୀରେ ସିକ୍ୟୁରିଟୀ ଗାର୍ଡ ଭାବେ କାମ କରୁଥିଲେ।
Politics
କଂଗ୍ରେସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ହମଲା, କହିଲେ ଏମିତି କଥା
ମୋଦି ଦାବି କରିଛନ୍ତି ଯେ ବାବା ସାହେବ ଆମ୍ବେଦକର ଭାରତର ଜଳ ସଂରକ୍ଷଣ ନୀତିକୁ ଉପଯୁକ୍ତ ରୂପ ଦେବାକୁ ଚେଷ୍ଟା କରୁଥିବା ବେଳେ କଂଗ୍ରେସ ନିୟମିତ ଭାବେ ତାଙ୍କ ଅବଦାନକୁ ଅଣଦେଖା କରି ଆସୁଥିଲା।