ରାବଣପୋଡ଼ି ଅବସରରେ ନୱାଜଙ୍କ କୁଶପତ୍ତଳିକା ଦାହ

ନୂଆଦିଲ୍ଲୀ: ଭାରତ ଓ ପାକିସ୍ତାନ ମଧ୍ୟରେ ଦେଖା ଦେଇଥିବା ଉତ୍ତେଜନା ମୂଳକ ପରିସ୍ଥିତି ଦଶହରାରେ ଦେଖିବାକୁ ମିଳିଛି। ଆଜି ପଞ୍ଜାମ ଅମୃତସରରେ କେତେକ ଯୁବକ ରାବଣ, କୁମ୍ଭକର୍ଣ୍ଣ, ମେଘନାଥଙ୍କ ସହିତ ଆତଙ୍କବାଦୀଙ୍କୁ ସମର୍ଥନ କରୁଥିବା ପାକିସ୍ତାନର ପ୍ରଧାନମନ୍ତ୍ରୀ ନୱାଜ ସରିଫ୍‌ ଓ ଆତଙ୍କବାଦୀ ହାପିଜ୍‌ ସଇଦ୍‌ଙ୍କ କୁଶପତ୍ତଳିକା ଦାହ କରିବାକୁ ଯୋଜନା କରିଛନ୍ତି। କୁଶପତ୍ତଳିକାରେ ପାକିସ୍ତାନୀ ପତାକା ଗୁଡ଼ାଇବା ସହିତ ନୱାଜ ସରିଫ୍‌ଙ୍କ ଫଟୋ ଲଗାଇଛନ୍ତି। ଅମୃତସରରେ ଏଭଳି ଆୟୋଜନକୁ ନେଇ ବେଶ୍‌ ଚର୍ଚ୍ଚା ହେଉଛି।

ଆହୁରି ପଢ଼ନ୍ତୁ

ଇସ୍ତଫା ଦେଲେ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ଗିରୀଶ ମୁର୍ମୂ

ଠିକ୍ ବର୍ଷକ ତଳେ ଜମ୍ମୁ କଶ୍ମୀରରୁ ହଟିଥିଲା ଧାରା ୩୭୦

ଆମେରିକା ହେଲା ରାମମୟ

ହସ୍ପିଟାଲରୁ ଅଫିସ କାମ କରୁଛନ୍ତି ମୁଖ୍ୟମନ୍ତ୍ରୀ ୟେଦ୍ୟୁରପ୍ପା

ଜେରାର ସମ୍ମୁଖୀନ ହେବେ ରିୟା, ଇଡି ପଠାଇଲା ସମନ

ସୁଶାନ୍ତ ପୂର୍ବତନ ମ୍ୟାନେଜର ଦିଶାଙ୍କ ଶବ ବ୍ୟବଚ୍ଛେଦରୁ ମିଳିଲା ଚାଞ୍ଚଲ୍ୟକର ତଥ୍ୟ

ଓୱେସୀଙ୍କ ବାବ୍ରୀ ଟ୍ୱିଟ ପାଇଁ ଏତଲା ଦେଲା ହିନ୍ଦୁ ସେନା

ଓୱେସୀ କହିଲେ, ବାବ୍ରୀ ମସଜିଦ ଥିଲା ଓ ରହିବ

ଲୁପିନର କରୋନା ଔଷଧ, ଟ୍ୟାବଲେଟର ଦାମ ୪୯ ଟଙ୍କା

ରାମ ମନ୍ଦିର ନିର୍ମାଣ ପଛରେ ଥିବା ସେହି ୧୦ ବ୍ୟକ୍ତି, ଜାଣନ୍ତୁ ସେମାନେ କିଏ

ଭୂମି ପୂଜନ ପରେ ରାଷ୍ଟ୍ରପତିଙ୍କ ଠାରୁ ରାହୁଲ ଗାନ୍ଧି ଓ ଓୱେସୀ କ’ଣ କହିଲେ

ରେକର୍ଡ: ଦିନକରେ ୫୧ ହଜାରରୁ ଅଧିକ ସୁସ୍ଥ, ୫୨ ହଜାର ଆକ୍ରାନ୍ତ