ଅହମଦାବାଦ: ଅମୁଲ କମ୍ପାନୀର ଏମଡି ଆରଏସ୍ ସୋଧୀଙ୍କୁ ଜୀବନରୁ ମାରିଦେବା ପାଇଁ ଧମକ ଦିଆଯାଇଛି। ଆଜି ସକାଳେ ତାଙ୍କ ମୋବାଇଲ ଫୋନକୁ ଏକ ଅଜଣା ବ୍ୟକ୍ତିର ଫୋନ ଆସିଥିଲା। ଫୋନରେ ଅଜଣା ବ୍ୟକ୍ତିଟି ନିଜକୁ ରବି ପୂଜାରୀ ଗ୍ୟାଙ୍ଗର ସଦସ୍ୟ ବୋଲି ପରିଚୟ ଦେଇଥିଲା। ସୋଧୀଙ୍କୁ ସେ ୨୫ କୋଟି ଟଙ୍କା ଦାଦା ବଟି ମାଗିଥିଲା। ସୋଧୀ ୨୫ କୋଟି ଟଙ୍କା ଦେଇସାରିବା ପରେ ତାଙ୍କୁ ଜୀବନରୁ ମାରିଦେବା ପାଇଁ ଧମକ ଦିଆଯାଇଥିଲା।
ସୋଧୀ ଏନେଇ ପୋଲିସରେ ଅଭିଯୋଗ କରିଥିଲେ। ଅହମଦାବାଦ କ୍ରାଇମବ୍ରାଞ୍ଚ ଏହି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁଖ୍ୟମନ୍ତ୍ରୀ ପଦ ବଦଳରେ ଏକନାଥଙ୍କୁ ମିଳିବ ତିନୋଟି ମନ୍ତ୍ରଣାଳୟ!
ମିଳିଥିବା ସୂତ୍ରରୁ ସୂଚନା ଅନୁସାରେ ଏକନାଥ ସିନ୍ଦେଙ୍କୁ ନଗର ଉନ୍ନୟନ ମନ୍ତ୍ରଣାଳୟ, ଜନସମ୍ପର୍କ ମନ୍ତ୍ରଣାଳୟ ଏବଂ ଜଳ ସମ୍ପଦ ମନ୍ତ୍ରଣାଳୟ ଦେଇପାରନ୍ତି କେନ୍ଦ୍ର ସରକାର।
National
ରାଜଧାନୀରେ ଭୟଙ୍କର ବିସ୍ଫୋରଣ, PVR ସିନେମା ନିକଟରେ ବ୍ଲାଷ୍ଟ
ଲୋକେ ଭୟଭୀତ ହୋଇ ପଡିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି।
National
ହାତରେ ସମ୍ବିଧାନ ଧରି ଶପଥ ନେଲେ ପ୍ରିୟଙ୍କା ଗାନ୍ଧି
ଶପଥ ଗ୍ରହଣ ସମୟରେ ପ୍ରିୟଙ୍କା ଗାନ୍ଧି କେରଳର ପାରମ୍ପରିକ କାସାଭୁ ଶାଢ଼ୀ ପିନ୍ଧିଥିବା ନଜର ଆସିଛନ୍ତି।
National
ମୋଦିଙ୍କୁ ହତ୍ୟା ପାଇଁ ଚାଲିଛି ଷଡ଼ଯନ୍ତ୍ର, ପୁଲିସ ପାଖକୁ ଆସିଲା କଲ୍
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର କରାଯାଉଛି ବୋଲି ଫୋନ୍ କରିଥିବା ବ୍ୟକ୍ତି ଦାବି କରିଛନ୍ତି।
National
ଯାଞ୍ଚ ପାଇଁ ଯାଇଥିବା ଇଡି ଟିମ୍ ଉପରେ ଆକ୍ରମଣ, ଆସିଷ୍ଟାଣ୍ଟ ନିର୍ଦ୍ଦେଶକ ଆହତ
ପିପିପିଏଲ୍ ସାଇବର ଆପ୍ ଠକେଇ ମାମଲାର ଯାଞ୍ଚ ପାଇଁ ଇଡି ଟିମ୍ ପହଞ୍ଚିଥିଲା। ଏହି ସମୟରେ ସ୍ଥାନୀୟ ପୁଲିସ ମଧ୍ୟ ତାଙ୍କ ସହ ଥିଲା।