ଅନନ୍ତନାଗ ଅଞ୍ଚଳରେ ଏନ୍‌କାଉଣ୍ଟର:୨ ଆତଙ୍କବାଦୀ ମୃତ

ଶ୍ରୀନଗର: ଜମ୍ମୁ କାଶ୍ମୀରର ଅନନ୍ତନାଗ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।  ସେମାନଙ୍କଠାରୁ ଦୁଇଟି ଏକେ 47 ରାଇଫଲ, ପିସ୍ତଲ, ଗ୍ରେନେଡ ସହ ବିପୁଳ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ରାଷ୍ଟ୍ରୀୟ ରାଇଫଲସ, ସିଆରପିଏଫ୍ ଓ ସ୍ପେସିଆଲ୍‌ ଅପରେସନସ ଗ୍ରୁପ ପକ୍ଷରୁ ମିଳିତ ଭାବେ ଏହି ଅପରେସନ କରାଯାଇଥିଲା। ଗତକାଲି ଅନନ୍ତନାଗ ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ଖବର ପାଇ ଅପରେସନ ହୋଇଥିଲା। ଏବେ ବି କିଛି ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ କରାଯାଉଥିବାରୁ ଅପରେସନ […]

jamu

jamu

Rakesh Mallick
  • Published: Saturday, 24 March 2018
  • Updated: 24 March 2018, 01:31 PM IST

Sports

Latest News

ଶ୍ରୀନଗର: ଜମ୍ମୁ କାଶ୍ମୀରର ଅନନ୍ତନାଗ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।  ସେମାନଙ୍କଠାରୁ ଦୁଇଟି ଏକେ 47 ରାଇଫଲ, ପିସ୍ତଲ, ଗ୍ରେନେଡ ସହ ବିପୁଳ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ରାଷ୍ଟ୍ରୀୟ ରାଇଫଲସ, ସିଆରପିଏଫ୍ ଓ ସ୍ପେସିଆଲ୍‌ ଅପରେସନସ ଗ୍ରୁପ ପକ୍ଷରୁ ମିଳିତ ଭାବେ ଏହି ଅପରେସନ କରାଯାଇଥିଲା।

ଗତକାଲି ଅନନ୍ତନାଗ ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ଖବର ପାଇ ଅପରେସନ ହୋଇଥିଲା। ଏବେ ବି କିଛି ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ କରାଯାଉଥିବାରୁ ଅପରେସନ ଜାରି ରହିଛି। ଦୁଇଦିନ ତଳେ କୁପୱାଡା ଅଞ୍ଚଳରେ ଏନ୍‌କାଉଣ୍ଟରରେ ୫ ଆତଙ୍କବାଦୀ ନିହତ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story