ଶ୍ରୀନଗର: ଜମ୍ମୁ-କାଶ୍ମୀରର ଅନନ୍ତନାଗରେ ଆଜି ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ଗୁଳିବିନିମୟରେ ଦୁଇଜ଼ଣ ପୋଲିସ୍ କର୍ମଚାରୀଙ୍କ ସହିଦ ହୋଇଛନ୍ତି। ମୃତକ ମାନେ ହେଲେ ଜଣେ ଆସିଷ୍ଟାଣ୍ଟ ସବ୍-ଇନ୍ସିପେକ୍ଟର, ଆଉ ଜଣେ କନଷ୍ଟେବଳ। ଏହି ଦୁଇ ପୋଲିସ୍ କର୍ମଚାରୀ ଆତଙ୍କବାଦୀଙ୍କ ଗୁଳିରେ ଗୁରୁତର ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଏହି ଘଟଣା ପରେ ସୀମାରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯିବା ସହ ପୁରା ଅଞ୍ଚଳରେ ସର୍ଚ୍ଚ ଅପରେସନ କରାଯାଉଛି।
ଗତକାଲି ଦକ୍ଷିଣ କାଶ୍ମୀରର ବିଜେୱାରାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିୟମରେ ୩ ଜଣ ବିଏସଏଫ୍ ଯବାନ ସହିଦ ହୋଇଥିଲାବେଳେ ୬ଜଣ ଯବାନ ଆହତ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
NIA ପଞ୍ଝାରେ ରାୱଣ୍ଡାରେ ଗିରଫ ହୋଇଥିବା କୁଖ୍ୟାତ ଲସ୍କର ଆତଙ୍କବାଦୀ
ରାୱଣ୍ଡା ତଦନ୍ତକାରୀ ବ୍ୟୁରୋ(ଆରଆଇବି), ଇଣ୍ଟରପୋଲ ଓ ନ୍ୟାଶନାଲ ସେଣ୍ଟ୍ରାଲ ବ୍ୟୁରୋ(ଏନସିବି)ର ମିଳିତ ଉଦ୍ୟମରେ ସଲମାନକୁ ଗତକାଲି ରାୱଣ୍ଡାର ରାଜଧାନୀ କିଗାଲିକୁ ଗିରଫ କରାଯାଇଥିଲା।
National
ବଦଳିଲା ମମତାଙ୍କ ସ୍ୱର: କହିଲେ- ଆମେ କେନ୍ଦ୍ର ସହ ଅଛୁ
ସବୁ ପ୍ରସଙ୍ଗରେ କେନ୍ଦ୍ରରେ କ୍ଷମତାସୀନ ବିଜେପି ସରକାରଙ୍କୁ ଟାର୍ଗେଟ କରୁଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସ୍ୱର ହଠାତ ବଦଳିଛି।
National
ମୁଖ୍ୟମନ୍ତ୍ରୀ ପଦ ବଦଳରେ ଏକନାଥଙ୍କୁ ମିଳିବ ତିନୋଟି ମନ୍ତ୍ରଣାଳୟ!
ମିଳିଥିବା ସୂତ୍ରରୁ ସୂଚନା ଅନୁସାରେ ଏକନାଥ ସିନ୍ଦେଙ୍କୁ ନଗର ଉନ୍ନୟନ ମନ୍ତ୍ରଣାଳୟ, ଜନସମ୍ପର୍କ ମନ୍ତ୍ରଣାଳୟ ଏବଂ ଜଳ ସମ୍ପଦ ମନ୍ତ୍ରଣାଳୟ ଦେଇପାରନ୍ତି କେନ୍ଦ୍ର ସରକାର।
National
ରାଜଧାନୀରେ ଭୟଙ୍କର ବିସ୍ଫୋରଣ, PVR ସିନେମା ନିକଟରେ ବ୍ଲାଷ୍ଟ
ଲୋକେ ଭୟଭୀତ ହୋଇ ପଡିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି।
National
ହାତରେ ସମ୍ବିଧାନ ଧରି ଶପଥ ନେଲେ ପ୍ରିୟଙ୍କା ଗାନ୍ଧି
ଶପଥ ଗ୍ରହଣ ସମୟରେ ପ୍ରିୟଙ୍କା ଗାନ୍ଧି କେରଳର ପାରମ୍ପରିକ କାସାଭୁ ଶାଢ଼ୀ ପିନ୍ଧିଥିବା ନଜର ଆସିଛନ୍ତି।