ପୋର୍ଟ ବ୍ଲେୟାର: ଆଣ୍ଡାମାନ୍ ନିକୋବର ଦ୍ୱୀପପୁଞ୍ଜର ପୁଲିସ ଡିଜି ଦେପେନ୍ଦ୍ର ପାଠକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ନିଜ ଆଡୁ ଟୁଇଟ୍ କରି ଏ ବାବଦରେ କହିଛନ୍ତି ଦେପେନ୍ଦ୍ର ପାଠକ। ଆଉ ଦୁଇ ଅଧିକାରୀ ମଧ୍ୟ ତାଙ୍କ ସହିତ କରୋନାରେ ଆକ୍ରାନ୍ତ ହୋଇଥିବା ସେ ସୂଚନା ଦେଇଛନ୍ତି। ସମସ୍ତ ସରକାରୀ ନିୟମ ମାନି କରୋନାକୁ ହରାଇ ବିଜୟୀ ହେବୁ ବୋଲି ଦେପେନ୍ଦ୍ର କହିଛନ୍ତି।
https://twitter.com/Dependra_Pathak/status/1272398230966267905
ଏଯାବତ ଏହି କେନ୍ଦ୍ରଶାସିତ ଅଞ୍ଚଳରେ ୩୮ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ୩୩ ଜଣ ଆରୋଗ୍ୟ ହୋଇସାରିଥିବା ବେଳେ ଏବେ ୫ ଜଣ ଚିକିତ୍ସାଧୀନ ରହିଛନ୍ତି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।