ଅମରାବତୀ: 'ଫୋନି' ଦ୍ୱାରା ପ୍ରଭାବତି ହୋଇଥିବା ଓଡ଼ିଶାକୁ ୧୫ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡ଼ୁ। ପୁରୀ ଏବଂ ତା'ର ଆଖାପାଖ ଅଞ୍ଚଳରେ ଲୋକଙ୍କୁ ସହାୟତା ଉପରେ ଜୋର ଦେଇଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ।
ଟିଡିପି ମୁଖ୍ୟ ତଥା ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ 'ଫୋନି' ପାଇଁ ପ୍ରଭାବିତ ହୋଇଥିବା ଓଡ଼ିଶାର ଖୋର୍ଦ୍ଦା ଏବଂ ପୁରୀ ଜିଲ୍ଲାକୁ ସମସ୍ତ ପ୍ରକାର ସହଯୋଗ ବଢ଼ାଇଛି ଆନ୍ଧ୍ର। ଅନେକ ସ୍ଥାନରେ ବିଦ୍ୟୁତ ଖୁଣ୍ଟ ଉପୁଡ଼ିଯାଇଥିବାରୁ ବିଦ୍ୟୁତ୍ ସେବା ବନ୍ଦ ରହିଛି। ଏଥିପାଇଁ ୧୫ କୋଟି ଟଙ୍କାର ସହାୟତା ସହିତ ରିଲିଫ୍ ସାମଗ୍ରୀ ଓ ବିଦ୍ୟୁତ ଖୁଣ୍ଟ ଆଦି ଆନ୍ଧ୍ରପ୍ରଦେଶ ସରକାର ଓଡ଼ିଶାକୁ ପଠାଇଥିବା ସେ କହିଛନ୍ତି।
ବିଦ୍ୟୁତ୍ ନଥିବାରୁ ଅନେକ ସ୍ଥାନରେ ପାଣିର ଘୋର ଅଭାବ ଦେଖାଦେଇଛି। ତେଣୁ ସମସ୍ତ ଏନଜିଓ ମାନଙ୍କୁ ରିଲିଫ୍ ସାମଗ୍ରୀ ପହଞ୍ଚାଇବାରେ ଏବଂ କ୍ଷତିଗ୍ରସ୍ତ ପରିବାରଙ୍କୁ ସହଯୋଗ କରିବା ପାଇଁ ଆହ୍ୱାନ କରିଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅଟଳ ଟନେଲରେ ଫସିଲେ ଶହ ଶହ ପର୍ଯ୍ୟଟକ, ପ୍ରବଳ ଜାମ
ଅଟଳ ଟନେଲ ଓ ସୋଲାଙ୍ଗ ଘାଟି ମଧ୍ୟରେ ପ୍ରାୟ ୧୨୦୦ ଗାଡି ଫସି ରହିଛି।
National
ଶନିବାର ସକାଳେ କଂଗ୍ରେସ ଭବନରୁ ବାହାରିବ ଅନ୍ତିମ ଯାତ୍ରା, ନିଗମବୋଧ ଘାଟରେ ଶେଷକୃତ୍ୟ
ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର କରାଯିବ। ମୋଦି ସରକାରଙ୍କ କ୍ୟାବିନେଟରେ ପାରିତ ହେଲା ଶୋକ ପ୍ରସ୍ତାବ।
National
ସ୍ୱାସ୍ଥ୍ୟରେ ଉନ୍ନତି ପରେ ମେଡିକାଲରୁ ଡିସଚାର୍ଜ ହେଲେ ଆଡଭାନୀ
ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଗତ ଡିସେମ୍ବର ୧୨ ତାରିଖରେ ତାଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୧୪ ଦିନର ଚିକିତ୍ସା ପରେ ତାଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ପରେ ତାଙ୍କୁ ଡିସଚାର୍ଜ କରାଯାଇଛି।
National
ମନମୋହନଙ୍କ ଶେଷକୃତ୍ୟ ଓ ସ୍ମାରକ ପାଇଁ ଉପଯୁକ୍ତ ସ୍ଥାନ ମାଗିଲା କଂଗ୍ରେସ
ଦିଲ୍ଲୀ କଂଗ୍ରେସ ମୁଖ୍ୟାଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳୀ। ସ୍ମାରକ ହେଲାଭଳି ସ୍ଥାନରେ ଶେଷକୃତ୍ୟ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ।
National
ଭଡ଼ା ଘରୁ ମିଳିଲା ସିମ୍ରନଙ୍କ ମୃତଦେହ
ସିମ୍ରନଙ୍କ ମୃତ୍ୟୁ ଘଟିଥିବା ନେଇ ପ୍ରଥମେ ତାଙ୍କର ଜଣେ ସାଙ୍ଗ ଜାଣିବାକୁ ପାଇଥିଲେ। ସେ ସଙ୍ଗେ ସଙ୍ଗେ ପୁଲିସକୁ ଖବର ଦେଇଥିଲେ। ପୁଲିସ ମୃତଦେହକୁ ଜବତ କରି ଡାକ୍ତରଖାନାକୁ ପଠାଇବା ସହିତ ଘଟଣାସ୍ଥଳରେ ଯାଞ୍ଚ କରିଛି।