ନୂଆଦିଲ୍ଲୀ: ଆପ ଆଦମୀ ପାର୍ଟିର ନେତା ଆଶୁତୋଷଙ୍କୁ ୮ ତାରିଖରେ ହାଜର ହେବା ପାଇଁ ରାଷ୍ଟ୍ରୀୟ ମହିଳା ଆୟୋଗ ପକ୍ଷରୁ ନୋଟିସ୍ ଜାରି କରାଯାଇଛି। ଆଶୁତୋଷ ନିଜେ ଆୟୋଗ ନିକଟରେ ହାଜର ହେବେ। ସେ ତାଙ୍କ ଆଡଭୋକେଟ ପଠାଇବେ ନାହିଁ ବୋଲି ଆୟୋଗ ପକ୍ଷରୁ ଆଶା କରାଯାଉଛି ।
ରାଷ୍ଟ୍ରୀୟ ମହିଳା ଆୟୋଗର ଅଧ୍ୟକ୍ଷ କହିଛନ୍ତି,“ଆଶୁତୋଷ ଯେପରି ବ୍ଲଗରେ ଅଶ୍ଲୀଳ ସିଡ଼ି କାଣ୍ଡରେ ଫସିଥିବା ଆପ ନେତା ସନ୍ଦିଦୀପଙ୍କୁ ଘଣ୍ଟ ଘୋଡ଼ାଇଛନ୍ତି ଓ ବର୍ତ୍ତମାନ ଯେପରି ଟ୍ୱିଟ୍ କରୁଛନ୍ତି ସେଥିପାଇଁ ତାଙ୍କୁ ଆୟୋଗ ପକ୍ଷରୁ ପଚରା ଉଚରା କରାଯିବ। କିନ୍ତୁ ସେ ରାଷ୍ଟ୍ରୀୟ ମହିଳା ଆୟୋଗ ନିକଟରେ ହାଜର ହେବା ଦରକାର।”
ଏନସିଡବ୍ଲ୍ୟୁ ଅଧ୍ୟକ୍ଷା କହିଛନ୍ତି,“ଆଶୁତୋଷ ବ୍ଲଗରେ ଯେପରି ଲେଖିଛନ୍ତି ସେଥିରୁ ସ୍ପଷ୍ଟ ହେଉଛି ଯେ ମହିଳାଙ୍କ ପ୍ରତି ତାଙ୍କର କୌଣସି ସମ୍ମାନ ନାହିଁ। ସେ ମହିଳାମାନଙ୍କୁ ଉପଭୋଗ ବସ୍ତୁ ବୋଲି ଭାବୁଛନ୍ତି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମାଡ଼ି ଆସୁଛି ବାତ୍ୟା 'ଫେଙ୍ଗଲ', ଆଜି କରିବ ଲ୍ୟାଣ୍ଡଫଲ୍
ସାଇକ୍ଲୋନ୍ ଫେଙ୍ଗଲ ଏବେ ଚେନ୍ନାଇଠାରୁ ୨୫୦ କିମି ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି।
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।