ନୂଆଦିଲ୍ଲୀ: ଅକ୍ଟୋବର ୧ ପୂର୍ବରୁ ଚଳିତ ମୌସୁମୀ ଅଧିବେଶନ ଶେଷ ହୋଇଯାଇପାରେ। ୩୦ରୁ ଅଧିକ ସାଂସଦ କରୋନାରେ ସଂକ୍ରମିତ ହୋଇଥିବା ନେଇ ରିପୋର୍ଟ ଆସିବା ପରେ ଏଭଳି ଆକଳନ କରାଯାଉଛି। ସେପ୍ଟେମ୍ୱର ୧୪ରୁ ଆରମ୍ଭ ହୋଇଛି ଚଳିତ ମୌସୁମୀ ଅଧିବେଶନ। ମୋଟ୍ ୧୮ ଦିନ ରହିଛି କାର୍ଯ୍ୟ ଦିବସ। ଶନିବାର ଏବଂ ରବିବାର ଛୁଟି ମଧ୍ୟ ବାତିଲ୍ କରାଯାଇଛି।
ସଂସଦର ଦୁଇ ବରିଷ୍ଠ ଅଧିକାରୀଙ୍କ କହିବାନୁସାରେ, ଚାଲୁଥିବା ଅଧିବେଶନର ଅବଧି ସପ୍ତାହେ କମାଇ ଦିଆଯାଇପାରେ। ପଜିିଟିଭ୍ ସଂଖ୍ୟା ଅଧିକ ରହିଥିବାରୁ କାର୍ଯ୍ୟଦିବସକୁ କାଟଛାଟ୍ କରିବା ପାଇଁ ଅଧିକାଂଶ ଚିନ୍ତା କରୁଛନ୍ତି ବୋଲି ଜଣାପଡ଼ିଛି।
ଏହି ପ୍ରସଙ୍ଗରେ ଲୋକସଭା ବାଚସ୍ପତି ଓମ୍ ବିର୍ଲା ଆଜି ଅପରାହ୍ନ ୫ଟାରେ ବ୍ୟବସାୟ ପରାମର୍ଶଦାତା କମିଟିର ଏକ ଜରୁରୀ ବୈଠକ ଡାକିଛନ୍ତି ବୋଲି ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Politics
ବିଜେପିର ରମେଶ ବିଧୁରୀଙ୍କୁ କାହିଁକି ଆଗୁଆ ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ?
ଆପର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ବିଜେପିକୁ କଟାକ୍ଷ କରିଛନ୍ତି। ସେ ବିଜେପିର ରମେଶ ବିଧୁରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
National
ଆସାମ ଖଣିରୁ ମିଳିଲା ଆଉ ୩ ଶ୍ରମିକଙ୍କ ମୃତଦେହ, ଏବେ ବି ୫ ଜଣଙ୍କ ପତ୍ତା ମିଳୁନି
୩୧୦ ଫୁଟ ଗଭୀରରେ ଖନନ ଚାଲିଥିବା ସମୟରେ ଏହା ଭିତରେ ହଠାତ ବନ୍ୟାଜଳ ପଶି ଯାଇଥିଲା। ଖଣି ଭିତରେ ଫସି ଯାଇଥିଲେ ୯ ଜଣ ଶ୍ରମିକ।