ଭାରତୀୟ ସେନାର ଆକ୍ରମଣ, ୫ ପାକ୍ ଯବାନଙ୍କ ମୁଣ୍ଡ ଗଡ଼ିଲା

ନୂଆଦିଲ୍ଲୀ: ପାକିସ୍ତାନ ଅଧିକୃତ କଶ୍ମୀରରେ ଥିବା ଆତଙ୍କବାଦୀ କ୍ୟାମ୍ପ ଉପରେ ଆଜି ଭାରତ ଆକ୍ରମଣ କରିଛି। ଭାରତୀୟ ସେନାର ଆକ୍ରମଣରେ ୫ ଜଣ ପାକିସ୍ତାନ ସେନା ନିହତ ହୋଇଥିବାବେଳେ ଅନେକ ଯବାନ ଆହତ ହୋଇଛନ୍ତି। ୪ରୁ ଅଧିକ ଆତଙ୍କବାଦୀ କ୍ୟାମ୍ପ ନଷ୍ଟ ହୋଇଯାଇଥିବା ସୂଚନା ରହିଛି। ଆଜି ତଙ୍ଗଧାର ସେକ୍ଟରର ପାକିସ୍ତାନ ପଟୁ ଅସ୍ତ୍ରବିରତି ଉଲ୍ଲଂଘନ ହୋଇଥିଲା। ଏହାର ଜବାବ ଦେବାକୁ ଯାଇ ଭାରତୀୟ ସେନା ତଙ୍ଗଧାର ସେକ୍ଟରର ବୀପରିତ ପାର୍ଶ୍ୱରରେ ଥିବା ଆତଙ୍କବାଦୀ କ୍ୟାମ୍ପ ଉପରେ […]

cease

cease

Subhransu Sekhar
  • Published: Sunday, 20 October 2019
  • Updated: 20 October 2019, 05:55 PM IST

Sports

Latest News

ନୂଆଦିଲ୍ଲୀ: ପାକିସ୍ତାନ ଅଧିକୃତ କଶ୍ମୀରରେ ଥିବା ଆତଙ୍କବାଦୀ କ୍ୟାମ୍ପ ଉପରେ ଆଜି ଭାରତ ଆକ୍ରମଣ କରିଛି। ଭାରତୀୟ ସେନାର ଆକ୍ରମଣରେ ୫ ଜଣ ପାକିସ୍ତାନ ସେନା ନିହତ ହୋଇଥିବାବେଳେ ଅନେକ ଯବାନ ଆହତ ହୋଇଛନ୍ତି। ୪ରୁ ଅଧିକ ଆତଙ୍କବାଦୀ କ୍ୟାମ୍ପ ନଷ୍ଟ ହୋଇଯାଇଥିବା ସୂଚନା ରହିଛି।

ଆଜି ତଙ୍ଗଧାର ସେକ୍ଟରର ପାକିସ୍ତାନ ପଟୁ ଅସ୍ତ୍ରବିରତି ଉଲ୍ଲଂଘନ ହୋଇଥିଲା। ଏହାର ଜବାବ ଦେବାକୁ ଯାଇ ଭାରତୀୟ ସେନା ତଙ୍ଗଧାର ସେକ୍ଟରର ବୀପରିତ ପାର୍ଶ୍ୱରରେ ଥିବା ଆତଙ୍କବାଦୀ କ୍ୟାମ୍ପ ଉପରେ ଆକ୍ରମଣ କରିଥିଲେ।

ପିଓକେରେ ଆତଙ୍କବାଦୀଙ୍କ ପାଇଁ ପାକିସ୍ତାନ ଏକ ଅସ୍ଥାୟୀ ଆତଙ୍କୀ କ୍ୟାମ୍ପ ଖୋଲିଥିବା ସୂଚନା ରହିଛି। ଏହି ସ୍ଥାନରୁ ହିଁ ଆତଙ୍କବାଦୀମାନେ ଆସି ଭାରତର ସୀମାରେଖା ଗୁଡ଼ିକରେ ଅନୁପ୍ରବେଶ କରିବା ପାଇଁ ଚେଷ୍ଟା କରୁଛନ୍ତି ବୋଲି ଜଣାପଡ଼ିଛି।

ଆଜି ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିବା ପରେ ଦୁଇ ଜଣ ଯବାନ ସହିଦ ହୋଇଛନ୍ତି, ଜଣେ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି। ତିନି ଜଣ ସାଧାରାଣ ଲୋକ ଆହତ ହୋଇଛନ୍ତି। କୁପଓ୍ୱାଡା ଜିଲ୍ଲାର ତଙ୍ଗଧାର ସେକ୍ଚରରେ ଏହି ଅସ୍ତ୍ରବିରତି ଉଲ୍ଲଂଘନ ହୋଇଛି। ଗତ ସପ୍ତାହରେ ମଧ୍ୟ ବରମୁଲ୍ଲା ଏବଂ ରାଜୋରିରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଥିଲା। ଏଥିରେ ଭାରତର ଦୁଇ ଜଣ ଯବାନ ସହିଦ ହୋଇଥିଲେ।

ତେବେ ପାକିସ୍ତାନର ସେନା ଅଧିକାରୀ ଟୁଇଟ୍ କରି ଦାବି କରିଛନ୍ତି, ପାକିସ୍ତାନ ସେନାର ଗୁଳିରେ ୯ ଜଣ ଭାରତୀୟ ଯବାନ ନିହତ ହୋଇଛନ୍ତି। ଅନେକ ଆହତ ହୋଇଥିବାବେଳେ ୨ଟି ବଙ୍କର ନଷ୍ଟ ହୋଇଛି। ସେହିପରି ଭାରତୀୟ ଯବାନଙ୍କ ଆକ୍ରମଣରେ ପାକିସ୍ତାନର ଜଣେ ଯବାନ ନିହତ ହୋଇଛନ୍ତି ବୋଲି କହିଥିବାବେଳେ ୩ ଜଣ ସାଧାରଣ ନାଗରିକ ଆହତ ହୋଇଥିବା ଦାବି କରିଛନ୍ତି।

https://twitter.com/ANI/status/1185827103079419904

ସୂଚନାଯୋଗ୍ୟ, ବାଲାକୋଟ ଏୟାର ଷ୍ଟ୍ରାଇକ ପରେ ପାକିସ୍ତାନ ପଟୁ ଅସ୍ତ୍ରବିରତି ଉଲ୍ଲଂଘନ ବଢ଼ିଛି। ଜୁଲାଇରେ ପାକିସ୍ତାନ ୨୯୬ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଥିବାବେଳେ ଅଗଷ୍ଟରେ ୩୦୭, ସେପ୍ଟେମ୍ୱରରେ ୨୯୨ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି ବୋଲି ଖବର ସରବରାହ ସଂସ୍ଥା ପିଟିଆଇ କହିଛି।

ତେବେ ଚଳିତ ବର୍ଷ ସେପ୍ଟେମ୍ୱର ସୁଦ୍ଧା ପାକିସ୍ତାନ ମୋଟ ୨୦୫୦ ଥର ଅସ୍ତ୍ରବିରତି ଉଲ୍ଲଂଘନ କରି ସାରିଛି। ଯେଉଁଥିରେ ୨୧ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି ବୋଲି ଗତମାସ କେନ୍ଦ୍ର ସରକାର ପକ୍ଷରୁ କୁହାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story