ନୂଆଦିଲ୍ଲୀ: ପୁଲୱାମା ଆତଙ୍କବାଦୀ ଆକ୍ରମଣର ଆଜି ପ୍ରତିଶୋଧ ନେଇଛି ଭାରତ। ଆଜି ଭୋରୁ ପିଓକେରେ ପ୍ରବେଶ କରି ଭାରତୀୟ ବାୟୁ ସେନା ପକ୍ଷରୁ ୧୦୦୦ କେଜିର ବୋମା ବର୍ଷଣ କରାଯାଇଛି। ଏଥିରେ ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ସଙ୍ଗଠନର ବହୁ ଶିବିର ଧ୍ୱଂସ ହୋଇଛି। ଏହି ଆକ୍ରମଣର କେଇ ଘଣ୍ଟା ପରେ ଭାରତୀୟ ସେନା ପକ୍ଷରୁ ଏକ ହୃଦୟ ସ୍ପର୍ଶୀ ତଥା ଏକ ପ୍ରଭାବଶାଳୀ କବିତା ଟ୍ୱିଟ୍ କରାଯାଇଛି।
https://twitter.com/adgpi/status/1100243307194658816
ହିନ୍ଦୀ ଭାଷାରେ ପୋଷ୍ଟ ହୋଇଥିବା ଏହି କବିତାଟି ଖୁବ୍ ମର୍ମସ୍ପର୍ଶୀ ହୋଇଛି । କବିତାର ସାରାଶଂ ହେଉଛି “ଯଦି ଆପଣ ଶତ୍ରୁ ଆଗରେ ନମ୍ର, ଧୀର ଓ କ୍ଷମାଶୀଳ ହେବେ ତେବେ ସେ ତୁମକୁ କାପୁରଷ ବୋଲି ବିବେଚନା କରିବ। ଯେମିତି କୌରବ ମାନେ ପାଣ୍ଡବମାନଙ୍କ ସହ ବ୍ୟବହାର କରିଥିଲେ।” ତେବେ ପଢ଼ନ୍ତୁ ପୋଷ୍ଟ ହୋଇଥିବା କବିତାଟି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆପ୍ ବିରୋଧରେ ବିଜେପି ଜାରି କଲା ‘ଚାର୍ଜଶିଟ୍’
କାର୍ଯ୍ୟକ୍ରମରେ ଆପ୍ ବିରୋଧରେ ବିଭିନ୍ନ ପ୍ରକାରର ସ୍ଲୋଗାନ ଥିବା ପୋଷ୍ଟର ଓ ବ୍ୟାନର ମଧ୍ୟ ଲଗାଇଯାଇଛି। ୧୦ ସାଲ ଦିଲ୍ଲୀ ବେହାଲ, ଦିଲ୍ଲୀ କା ଏକ୍ୟୁଆଇ ହୁଆ ୫୦୦ ପାର, ଯମୁନା ମେଁ ହେ ପଲ୍ୟୁସନ କି ବାହାର ଭଳି ଲେଖା ପ୍ରଦର୍ଶିତ କରାଯାଇଛି।
National
ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ହେଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ
ଗତ ୧୯ରେ ସଂସଦ ଏଣ୍ଟ୍ରି ଗେଟରେ ‘ଆମ୍ବେଦକର’ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟ ବିକ୍ଷୋଭ ପ୍ରଦର୍ଶନ କରୁଥିଲେ। ଏହି ସମୟରେ ଠେଲା ପେଲା ହୋଇଥିଲା। ଏଥିରେ ଦୁଇ ଜଣ ବିଜେପି ସାଂସଦ ଆହତ ହୋଇଥିଲେ।
National
ଛତିଶଗଡ଼ ମହିଳା ଯୋଜନାର ହିତାଧିକାରୀ ସନ୍ନି ଲିଓନି, ମାସିକ ଭତ୍ତା ହଜାରେ
ଛତିଶଗଡ଼ ସରକାର ବିବାହିତ ମହିଳାଙ୍କୁ ମହତାରି ବନ୍ଦନ ଯୋଜନାରେ ପ୍ରତି ମାସରେ ୧୦୦୦ ଟଙ୍କା ଦିଅନ୍ତି। ଏହାର ହିତାଧିକାରୀ ତାଳିକାରେ ରହିଛି ଅଭିନେତ୍ରୀ ସନ୍ନି ଲିଓନିଙ୍କ ନାଁ।
National
୧୩ କୋଟିର ଘଣ୍ଟା ଆଣିଲେ ଦମ୍ପତି, ବାନ୍ଧିଲା ପୁଲିସ
ଦୁବାଇରୁ ପ୍ରାୟ ୧୩ କୋଟି ଟଙ୍କା ମୂଲ୍ୟର ଦୁଇଟି ଦାମୀ ଘଣ୍ଟା ଚୋରା ଚାଲାଣ କରିବା ଅଭିଯୋଗରେ ରାଜସ୍ଥାନର ଜଣେ ସ୍ୱାମୀ-ସ୍ତ୍ରୀଙ୍କୁ ଶୁକ୍ରବାର ଅହମ୍ମଦାବାଦ ବିମାନବନ୍ଦରରୁ ପୁଲିସ ଗିରଫ କରିଛି।
National
ଉଇ ଖାଇଗଲା ଲକର୍ର ୧୮ ଲକ୍ଷ
୧୮ ଲକ୍ଷ ଟଙ୍କାର ନୋଟ୍ ଖାଇ ସଫାଚଟ୍ କରିଦେଇଛି ଉଇ। ବ୍ୟାଙ୍କ ପକ୍ଷରୁ ଟଙ୍କାଟେ ବି କ୍ଷତିପୂରଣ ପାଇଲେନି ବିଚାରୀ ମହିଳା।